ତାଜା ଖବର ରାଜନୀତି Assam Election In-Charge: ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପ୍ରଭାରୀ ଦାୟିତ୍ବ December 15, 2025 Papirani ଆସାମ ଓ ତାମିଲନାଡୁ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି । ଆସାମ ପାଇଁ ବୈଜୟନ୍ତ ପଣ୍ଡା ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ସେହିପରି ଜମ୍ମୁ କାଶ୍ମୀର ବିରୋଧୀ ଦଳ ନେତା ସୁନୀଲ କୁମାର ଶର୍ମା ଏବଂ ପୂର୍ବତନ…