Tag: Assembly

ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ହୋଇଛି ଅପମାନ: ବିଜେଡି

ଆଜିଠୁ ଆରମ୍ଭ ହୋଇଯାଇଛି ଓଡ଼ିଶା ବିଧାନସଭାରେ ବଜେଟ ଅଧିବେଶନ । ବଜେଟ ଅଧିବେଶନ ସମୟରେ ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଅପମାନ କରାଯାଇଥିବା ଅଭିଯୋଗ ଆଣିଛି ବିଜେଡି । ଅଭିଯୋଗ ଅନୁସାରେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ…

ଏଏସଓଙ୍କୁ ମାଡ ମାରିବା ପ୍ରସଙ୍ଗରେ ପ୍ରତିବାଦ କରି କକ୍ଷତ୍ୟାଗ କଲେ ବିଜେଡି ଓ କଂଗ୍ରେସ ବିଧାୟକ

ବିଧନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହରେ ଦେଖା ଯାଇଛି ହଟ୍ଟଗୋଳ । ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ପ୍ରସଙ୍ଗରେ ପ୍ରତିବାଦ କରି କକ୍ଷତ୍ୟାଗ କଲେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ।

ସୁରକ୍ଷା ବଳୟରେ ବିଧାନସଭା ପରିସର

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମ୍ପୂର୍ଣ୍ଣ ସୁରକ୍ଷା ବଳୟରେ ରହିଛି ବିଧାନସଭା ପରିସର। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜିପି। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମାଷ୍ଟର କ୍ୟାଣ୍ଟିନରୁ…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ସାଇକେଲ୍‌ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ ମହାପାତ୍ର

ବିଧାନସଭାରେ ସାଇକେଲରେ ପହଞ୍ଚିଲେ ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର । ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏହି ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ନେଲେ ନବନିର୍ବାଚିତ ବିଧାୟକ

ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି…

ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍‌‌ ସ୍ପିକର୍‌‌) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ…

ଓଡ଼ିଶାରେ ସର୍ବକନିଷ୍ଠ ବିଧାୟିକା ହେଲେ ଉପାସନା ମହାପାତ୍ର

ଚଳିତବର୍ଷ ବିଧାନସଭା ନିର୍ବାଚନରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରୁ ବିଜୟ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଓ ୧୮୧୭ ମସିହାରେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିବା ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଅଣ ନାତୁଣୀ ଉପାସନା ମହାପାତ୍ର । ବିଧାନସଭା ଆସନରେ…

ଏ ସପ୍ତାହରେ ୬୦ ବିଧାନସଭା ପ୍ରାର୍ଥୀ ଘୋଷଣା କରିବ ବିଜେଡି

ମିଳିଥିବା ବିଶ୍ୱସ୍ତ ସୂତ୍ର ଅନୁସାରେ ଶାସକ ବିଜୁ ଜନତା ଦଳ ପାଖାପାଖି ୬୦ ବିଧାନସଭା ଆସନ ପାଇଁ ଆସନ୍ତା ଶନିବାର କିମ୍ବା ରବିବାର ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ। ଏ ବାବଦରେ ଅଧିକାଂଶ ଆସନରେ ପ୍ରାର୍ଥୀ ଚୂଡାନ୍ତ ସହ ଆଶାୟୀ ମାନଙ୍କ…