Tag: Assembly

୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ଘୋଷଣା ହୋଇଛି ୧୪୦ ଯୋଜନା: ମୁଖ୍ୟମନ୍ତ୍ରୀ

୨୦୨୪ ନିର୍ବାଚନ ପୂର୍ବରୁ ବର୍ଷକରେ ବିନା ବଜେଟ୍‌ ବ୍ୟୟବରାଦରେ ୧୪୦ ଯୋଜନା ଘୋଷଣା ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଧାୟକ ଅମର ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ୧୪୦ ଯୋଜନା ହୋଇଛି…

ରାଜ୍ୟରେ କମିଛି ମାଓବାଦୀଙ୍କ କାର୍ଯ୍ୟକଳାପ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାୟକ ରଣେନ୍ଦ୍ରପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୧୦ ଜିଲ୍ଲା ଛାଡ଼ି ଅନ୍ୟ ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଛି…

କଂଗ୍ରେସ ବିରୋଧରେ ପାଲଟା ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଲା ବିଜେପି ; ୪ଟା ଯାଏ ଗୃହ ମୁଲତବୀ

ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢ଼ୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ କଂଗ୍ରେସର ତାରା ବାହିନୀପତି ଆଣିଥିବା ପରେ ଏବେ ବିଜେପିର ସ୍ବାଧିକାର…

ନୂଆ ଉପବାଚସ୍ପତି ହେଲେ ଭବାନୀଶଙ୍କର ଭୋଇ

ଓଡ଼ିଶା ବିଧାନସଭାର ନୂଆ ଉପବାଚସ୍ପତି ହେଲେ ତଳସରା ବିଧାୟକ ଭବାନୀଶଙ୍କର ଭୋଇ । ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଭବାନୀଶଙ୍କର ଭୋଇଙ୍କୁ ଉପବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ଆଜି ଗୃହରେ ଉପବାଚସ୍ପତି ଭାବେ ତାଙ୍କ ନାମ…

ନବୀନ ପଟ୍ଟନାୟଙ୍କ ଗିରଫ ଦାବି କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି । ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଗିରଫ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଗୃହ…

ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ହୋଇଛି ଅପମାନ: ବିଜେଡି

ଆଜିଠୁ ଆରମ୍ଭ ହୋଇଯାଇଛି ଓଡ଼ିଶା ବିଧାନସଭାରେ ବଜେଟ ଅଧିବେଶନ । ବଜେଟ ଅଧିବେଶନ ସମୟରେ ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଅପମାନ କରାଯାଇଥିବା ଅଭିଯୋଗ ଆଣିଛି ବିଜେଡି । ଅଭିଯୋଗ ଅନୁସାରେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ…

ଏଏସଓଙ୍କୁ ମାଡ ମାରିବା ପ୍ରସଙ୍ଗରେ ପ୍ରତିବାଦ କରି କକ୍ଷତ୍ୟାଗ କଲେ ବିଜେଡି ଓ କଂଗ୍ରେସ ବିଧାୟକ

ବିଧନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହରେ ଦେଖା ଯାଇଛି ହଟ୍ଟଗୋଳ । ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ପ୍ରସଙ୍ଗରେ ପ୍ରତିବାଦ କରି କକ୍ଷତ୍ୟାଗ କଲେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ।

ସୁରକ୍ଷା ବଳୟରେ ବିଧାନସଭା ପରିସର

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମ୍ପୂର୍ଣ୍ଣ ସୁରକ୍ଷା ବଳୟରେ ରହିଛି ବିଧାନସଭା ପରିସର। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜିପି। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମାଷ୍ଟର କ୍ୟାଣ୍ଟିନରୁ…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…