Tag: Astha special train

ସମ୍ବଲପୁରରୁ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଗଲା ଆସ୍ଥା ସ୍ୱତନ୍ତ୍ର ଟ୍ରେନ୍‌

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳୁ ସମ୍ବଲପୁର ଖେତରାଜପୁର ରେଳ ଷ୍ଟେସନ ଯାଇ ସମ୍ବଲପୁର-ଦର୍ଶନନଗର-ସମ୍ବଲପୁର ଆସ୍ଥା ସ୍ପେଶାଲ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡିଶାର…