ଦେଶ Atal Pension Yojana Extended: ୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି January 21, 2026 Nirvay କେନ୍ଦ୍ର ସରକାର ଅଟଳ ପେନସନ ଯୋଜନା ଅବଧି ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ସୋମବାର ଦିନ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି…