Tag: Attack

Attack On Odia Youth In Tamil Nadu: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ; ଗଭୀର ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ସଂଜ୍ଞାନ ନେବା ସହ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଜଣେ ନିରୀହ ଓଡ଼ିଆ…

ଧର୍ମଶାଳା ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରେ ଆକ୍ରମଣ 

ଯାଜପୁରରେ ଦେଖିବାକୁ ମିଳିଛି ରାଜନୈତିକ ହିଂସା । ଧର୍ମଶାଳାରେ ବିଜେଡି ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ । ଠେଙ୍ଗାରେ ପିଟି ଗାଡ଼ି ଭାଙ୍ଗିବାକୁ ଚେଷ୍ଟା କରାଯାଇଥିବା ଜଣାପଡିଛି। ଯାଜପୁର ଜିଲ୍ଲା ଧର୍ମଶାଳରେ ଚାଲିଥିବା ମା’ ହିଙ୍ଗୁଳା ଯଜ୍ଞରେ…

ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଗତ ରାତିରେ ଉଭୟଙ୍କୁ ବାଲେଶ୍ବର ନାଥପାଣି ଛକରେ ଥିବା ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ବାପି ପଣ୍ଡାଙ୍କ ୨ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିବା ଅଭିଯୋଗ ହୋଇଛି ।…

ବିଧାୟକଙ୍କୁ ଆକ୍ରମଣ ଘଟଣା: ତଦନ୍ତ ପାଇଁ ଯାଜପୁରରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଯାଜପୁର ଟାଉନ ଥାନାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଏବେ ଖୋଳତାଡ଼ କରିବ କ୍ରାଇମବ୍ରାଞ୍ଚ । ସେଥିପାଇଁ ଯାଜପୁର ରେ ପହଞ୍ଚିଛନ୍ତି ୬ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ । ତଦନ୍ତକାରୀ ଟିମରେ ରହିଛନ୍ତି କ୍ରାଇମବ୍ରାଞ୍ଚର ୨ଜଣ ଡିଏସପି…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ୧୦ ଜଣ ଗିରଫ

ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାକୁ ଗୁରୁତ୍ବର ସହିତ ନେଉଛନ୍ତି ରାଜ୍ୟ ସରକାର । ଏହି ଘଟଣାରେ ସଂପୃକ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ଏହି ୧୦…

କାନାଡାରେ ପୁଣି ହିନ୍ଦୁ ମନ୍ଦିରକୁ ଖଲିସ୍ତାନୀଙ୍କ ଆକ୍ରମଣ

କାନାଡାରେ ପୁଣି ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀଙ୍କ ଆକ୍ରମଣ। ବ୍ରାମ୍ପଟନ ଓ ସରେରେ ହିନ୍ଦୁ ସଭା ମନ୍ଦିର ଉପରେ ହମଲା କରିଛନ୍ତି ଖଲିସ୍ତାନ ସମର୍ଥକ। କାନାଡା ସାଂସଦ ଚନ୍ଦ୍ରା ଆର୍ଯ୍ୟ ଏହି ଆକ୍ରମଣର ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା…

ଶ୍ରୀମନ୍ଦିର ସୁପରଭାଇଜରଙ୍କ ଉପରେ ମରଣାତ୍ମକ ଆକ୍ରମଣ ମାମଲା: ପନ୍ତିବଡ଼ୁ ସେବକ ଶ୍ରୀଚନ୍ଦନ ସାମନ୍ତରା ନିଲମ୍ବିତ

ଶ୍ରୀମନ୍ଦିର ସମ୍ମୁଖରେ ବରିଷ୍ଠ ସେବାୟତ ତଥା ସିନିୟର ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛି ଶ୍ରୀମନ୍ଦିର ପ୍ରଶାସନ। ମନ୍ଦିର ଆଇନ ଅନୁସାରେ ସେବାପୂଜାରୁ ନିଲମ୍ବିତ କରାଯାଇଛି ।…

ଝରିଗାଁ ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ନିର୍ବାଚନ ସମୟରେ ଝରିଗାଁର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଝରୀଗାଁ ଦେଉଳକଣା ୨୦୪ ନମ୍ବର ବୁଥଠାରେ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ କିଛି ବିଜେଡି କର୍ମୀ ଚାରିଆଡୁ ଘେରିଯାଇ ଆକ୍ରମଣ କରିଥିଲେ । ତେବେ…