Tag: Ayushman Bharat

Gopabandhu Sambadika Swasthya Bima Yojana: ଆୟୁଷ୍ମାନ ଭାରତରେ ମିଶିବନି ‘ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା’; ସାମ୍ବାଦିକଙ୍କ ପାଇଁ ପୂର୍ବପରି ବଳବତ୍ତର ରହିବ ଯୋଜନା

ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ‘ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’କୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ସମସ୍ତ ଗଣମାଧ୍ୟମ…

Ayushman Bharat In Bengal: ବେଙ୍ଗଲରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା

ବେଙ୍ଗଲରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ନେଇ ଘୋଷଣା । ପଶ୍ଚିମବଙ୍ଗ ସରକାର ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ଏବଂ ରାଜ୍ୟ ସାରା ପ୍ରମୁଖ କେନ୍ଦ୍ରୀୟ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସୋମବାର ନବଗଠିତ ବିଜେପି…

ଭୁବନେଶ୍ଵର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ କଲେ ଦଳୀୟ କର୍ମୀ ଏବଂ ସାଧାରଣ ଜନତା

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ହୋଇଛି । ଗତକାଲି ଦିଲ୍ଲୀରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କାର୍ଯ୍ୟାନ୍ୱୟନ ନିମନ୍ତେ ବୁଝାମଣା ପତ୍ର…

ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଆୟୁଷ୍ମାନ ଭାରତକୁ ନେଇ ସୂଚନା ଦେଲେ

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ୭୦ ବର୍ଷରୁ…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତନ ଆଣିବ ଆୟୁଷ୍ମାନ ଯୋଜନା: ମନମୋହନ ସାମଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ୱାବଧାନରେ ଆଜି ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହେବା ପରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରାଯାଇଛି । ବିଜେଡି ସରକାରଙ୍କ ଅସହିଷ୍ଣୁତା କାରଣରୁ ରାଜ୍ୟବାସୀ ପୂର୍ବରୁ ଏହି ଯୋଜନାରୁ…

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ପାଇଁ ଦିଲ୍ଲୀରେ ହେଲା MOU ସ୍ଵାକ୍ଷର

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି । ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ହୋଇଛି । ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କାର୍ଯ୍ୟାନ୍ୱୟନ…

ଓଡ଼ିଶାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ ନେଇ ଦିଲ୍ଲୀରେ ହେବ MOU

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଦିନ ଦିଲ୍ଲୀ ଗସ୍ତ କରି ରାଜ୍ୟରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ ନେଇ ଦିଲ୍ଲୀରେ MOU ସ୍ଵାକ୍ଷର କରିବେ । ରାଜ୍ୟ ସରକାର ଓ…

ଡିଜିଟାଲ ହେବ ସ୍ୱାସ୍ଥ୍ୟ ବ୍ୟବସ୍ଥା; ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ

ଏଣିକି ଆଉ ମାଳ ମାଳ ପ୍ରେସକ୍ରିପସନ ଧରି ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟକୁ ବୁଲିବାକୁ ପଡ଼ିବନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ…

ଫେବ୍ରୁଆରୀ ମାସରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମହାଲିଙ୍ଗ ବଡ଼ ସୂଚନା ଦେଇ କହିଛନ୍ତି ଆସନ୍ତାବର୍ଷ ଫେବୃଆରୀ ମାସରୁ ରାଜ୍ୟରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ…

ଡିସେମ୍ବର ୨୦୨୪ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡିଶା ରେ ହେବ କାର୍ଯ୍ୟକାରୀ

ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ-ଜନ ଆରୋଗ୍ଯ ଯୋଜନା ଚଳିତ ଆର୍ଥିକ ବର୍ଷ 2024 ଶେଷ ସୁଦ୍ଧା ଓଡ଼ିଶାରେ କାର୍ଯ୍ଯକାରୀ ହେବ ବୋଲି ସ୍ୱାସ୍ଥ୍ଯ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଆର୍ଥିକ ଦୃଷ୍ଟିରୁ ଦୁର୍ବଳ…