Tag: Ayushman Bharat Yojana

୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ: ମୁକେଶ ମହାଲିଙ୍ଗ

୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ । ପ୍ରେସମିଟ୍‌ରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସରକାରୀ କର୍ମଚାରୀ ହୁଅନ୍ତୁ କି ସମ୍ଭ୍ରାନ୍ତ ପରିବାରର ହୁଅନ୍ତୁ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ବୟୋ…

ଏପ୍ରିଲ ୧୦ ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଆସନ୍ତା ଏପ୍ରିଲ ୧୦ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ…

୨ ସପ୍ତାହ ମଧ୍ୟରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା: ମୋହନ ମାଝୀ

ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମମାଟି କଟକ ଜିଲ୍ଲା, ସତ୍ୟଭାମାପୁରରେ ଉତ୍କଳ ଦିବସ…

ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ

ଗତ କାଲି ୨୦୨୫ ମାର୍ଚ୍ଚ ୨୦ ତାରିଖରେ ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ…

ଚାଲିଛି ଆୟୁଷ୍ମାନ କାର୍ଡ଼ ଛପା; ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଆୟୁଷ୍ମାନ ଯୋଜନା ସଂପର୍କରେ ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଆୟୁଷ୍ମାନ କାର୍ଡ ଛପା ଚାଲିଛି। ଆୟୁଷ୍ମାନ ଭାରତ ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହା ସହ ଆୟୁଷ୍ମାନ…

ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ । ପୁରୁଷଙ୍କ ପାଇଁ ୫ ଲକ୍ଷ…