ରାଜ୍ୟ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ: ମୁକେଶ ମହାଲିଙ୍ଗ April 5, 2025 Nirvay ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ । ପ୍ରେସମିଟ୍ରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସରକାରୀ କର୍ମଚାରୀ ହୁଅନ୍ତୁ କି ସମ୍ଭ୍ରାନ୍ତ ପରିବାରର ହୁଅନ୍ତୁ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ବୟୋ…