Tag: Bahuda yatra

କାଲି ବିଳମ୍ବିତ ରାତିରେ ନିଳାଦ୍ରୀ ବିଜେ କଲେ ବିଶ୍ଵନିୟନ୍ତା 

କାଲି ବିଳମ୍ବିତ ରାତ୍ରୀରେ ଶ୍ରୀମନ୍ଦିରର ରତ୍ନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ପୁର୍ନବାର ନୀଳକନ୍ଦରକୁ ବିଜେ କରିଛନ୍ତି ତିନି ଠାକୁର । ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଣ୍ଡି ହୋଇଥିଲା । ଆଜିଠାରୁ ଶ୍ରୀମନ୍ଦିରରୁ ନୀଳାଚଳ…

ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ

ଆସନ୍ତାକାଲିଠାରୁ ପୁଣି ରତ୍ନସିଂହାସନରୁ ଭକ୍ତଙ୍କୁ ଦର୍ଶନ ଦେବେ ଠାକୁର। ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ଶେଷ ହେବା ସହିତ ସରିଲା ମହାପ୍ରଭୁଙ୍କ ୧୨ ଦିନିଆ ଜନ୍ମବେଦୀ ଲୀଳା । ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ । ରଥ ଉପରେ ଥିବା…

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ କହିଛନ୍ତି, ରଥରେ ଅଣସେବାୟତ ଦେଖି ତୁରନ୍ତ ତଳକୁ ଓହ୍ଲାଇଦେଲି । ସମ୍ପୃକ୍ତ ବ୍ୟକ୍ତି କିଏ ଓ କାହିଁକି ରଥ ଉପରେ ଚଢ଼ିଥିଲେ ତଦନ୍ତ ହେବ…

ଆରମ୍ଭ ହେଲା ରଥଟଣା

ଆଜି ଶ୍ରୀବିଗ୍ରହଙ୍କ ପବିତ୍ର ବାହୁଡ଼ା ଯାତ୍ରା। ୯ ଦିନ ମାଉସୀ ଘରେ ରହି ଶ୍ରୀମନ୍ଦିର ଫେରୁଛନ୍ତି ଶ୍ରୀଜିଉ। ସମସ୍ତ ନୀତିକାନ୍ତି ସୁରୁଖୁରୁରେ ସମ୍ପନ୍ନ ହେବା ପରେ ଏବେ ଆରମ୍ଭ ହୋଇଛି ରଥଟଣା। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ରଥଟଣା ହୋଇଛି। ଘଣ୍ଟଘଣ୍ଟା,…

ଘଟଣାର ପୁନରାବୃତ୍ତି: ପୁଣି ରଥରେ ଚଢ଼ିଲେ ଅଣସେବାୟତ

ଶ୍ରୀଗୁଣ୍ଡିଚାରେ ରଥରେ ଦୁଇ ଅନଧିକୃତ ବ୍ୟକ୍ତି ଚଢି ଥିବାବେଳେ ବାହୁଡ଼ାରେ ଏହି ଘଟଣାର ପୁନରାବୃତ୍ତି ହୋଇଛି। ରଥରେ ପୁଣି ୨ ଜଣ ଅଣସେବାୟତ ଚଢିଥିବା ଜଣାପଡିଛି। ସେବାୟତ ବେଶରେ ଦର୍ପଦଳନ ରଥରେ ଚଢ଼ିଥିଲେ ଅଣସେବକ। ରଥରୁ ଓଲ୍ହାଇଲା ପ୍ରଶାସନ, କାର୍ଯ୍ୟାନୁଷ୍ଠାନ ହୋଇପାରେ।…

ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

ବଡ ଭାଇ ଓ ଭଉଣୀ ଆସିବା ପରେ ପଛରେ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ। ଲୋକାରଣ୍ୟ ଶରଧା ବାଲି। ହରିବୋଲ, ହୁଳହୁଳୀରେ କମ୍ପୁଛି ଶ୍ରୀକ୍ଷେତ୍ର। ଭାବବିହ୍ୱଳ ହୋଇଛନ୍ତି ଭକ୍ତ। ସବୁଠି ଶୁଭୁଚି ଯେ ଜଗନ୍ନାଥ ଧ୍ୱନି।

ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପହଣ୍ଡି ସରିଲା

ଚକ୍ରରାଜ ସୁଦର୍ଶନଙ୍କ ପରେ ରଥରେ ବିରାଜିଥିଲେ ବଡ଼ ଠାକୁର ଶ୍ରୀ ବଳଭଦ୍ର । ଧାଡ଼ି ପହଣ୍ଡିରେ ଆସି ତାଳଧ୍ବଜରେ ବିରାଜିଲେ ବଡ଼ ଠାକୁର। ପଛରେ ଶୂନ୍ୟ ପହଣ୍ଡିରେ ଆସିଥିଲେ ହଳଦୀମୁହିଁ ଦେବୀ ସୁଭଦ୍ରା। ଘଣ୍ଟ ଘଣ୍ଟା ବାଦ୍ୟରେ କମ୍ପୁଛି ଶରଧା ବାଲି।

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…

ରଥ ଉପରକୁ ମୋବାଇଲ୍ ମନା ; ସ୍ଥିତି ଅନୁଧ୍ୟାନ କଲେ ସଂସ୍କୃତି ମନ୍ତ୍ରୀ

ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ଆରମ୍ଭ…