ତାଜା ଖବର ଦେଶ ରାଜନୀତି ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ମିଳିଲା ଜାମିନ୍ August 9, 2024 Papirani ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ୍ ସିସୋଦିଆଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ମନୀଷଙ୍କୁ ମିଳିଲା ଜାମିନ୍ । ସର୍ବୋଚ୍ଚ ଅଦାଲତ ସିସୋଦିଆଙ୍କୁ ୩ଟି ସର୍ତ୍ତରେ ଜାମିନ୍ ପ୍ରଦାନ କରିଛନ୍ତି । ପ୍ରଥମତଃ, ତାଙ୍କୁ ୧୦ ଲକ୍ଷ…
ଦେଶ କେଜରିୱାଲଙ୍କୁ ଅନ୍ତରୀଣ ଜାମିନ July 12, 2024 Nirvay ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତର ଦ୍ୱାରସ୍ଥ ହୋଇଥିଲେ…
ତାଜା ଖବର ଦେଶ ରାଜନୀତି ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ June 28, 2024 Papirani ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ସହ ଜଡିତ ମନିଲଣ୍ଡରିଂ ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ June 21, 2024 Papirani ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…
ତାଜା ଖବର ଦେଶ ରାଜନୀତି ଆଜି ଜେଲ୍ରୁ ବାହାରିବେ ଅରବିନ୍ଦ କେଜ୍ରିଓ୍ବାଲ June 21, 2024 Papirani ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗୁରୁବାର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…
ଦେଶ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ June 20, 2024 Nirvay ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜାମିନ ମିଳିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, କେଜ୍ରିୱାଲଙ୍କୁ ୧ ଲକ୍ଷ ଟଙ୍କାର ଜାମିନ ବଣ୍ଡରେ ଏହି ଜାମିନ ମିଳିଛି। ଏହା ପୂର୍ବରୁ…