Tag: Bajrang Punia

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ନିଲମ୍ବିତ

ଭାରତର ଷ୍ଟାର ଅଲିମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଝଟକା। ଜାତୀୟ ଆଣ୍ଟି-ଡୋପିଂ ଏଜେନ୍ସି (NADA) ଦ୍ୱାରା ପୁନିଆଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଯାହାଫଳରେ ବଜରଙ୍ଗ ପୁନିଆଙ୍କ ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ ନେଇ ଦ୍ୱନ୍ଦ୍ବ ଲାଗି ରହିଛି…