ତାଜା ଖବର ରାଜ୍ୟ Baladevjew Parikrama Project: ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି November 16, 2025 Papirani ଖୁବଶୀଘ୍ର ବଦଳିବ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିରର ରୂପରେଖ । ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ପ୍ରାୟ ୧୦୦ କୋଟି ଟଙ୍କା । ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ କରାଯାଇଛି। ଏହାକୁ ନେଇ ଆଜି…