ତାଜା ଖବର ରାଜ୍ୟ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ August 2, 2025 Nirvay ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାଙ୍କ ମୃତ୍ୟୁ ହୋଇଛି । ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ପୋଡ଼ିଯାଇଥିବା ଯୋଗୁଁ ତାଙ୍କୁ ପ୍ରଥମେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।…