Tag: Balanga Minor Burn Case

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି 

ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ…

ବଳଙ୍ଗାରେ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

ଦିନକୁ ଦିନ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନାକୁ ନେଇ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା । ବଳଙ୍ଗାରେ କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା ଆରମ୍ଭ ହୋଇଛି । ବଳଙ୍ଗା ଝିଅକୁ ନ୍ୟାୟ ଦେବା ଏବଂ ନାରୀଙ୍କ ସୁରକ୍ଷା ପାଇଁ କଂଗ୍ରେସ ଦଳର…

ବଳଙ୍ଗା ପୀଡ଼ିତା ମାମଲା: କେଉଁ ଡାକ୍ତରଙ୍କୁ ଦେଖାଉଥିଲେ ଝିଅକୁ ?

ବଳଙ୍ଗା ପୀଡ଼ିତା ମାମଲାରେ ଦି’ଟା କଥା ଆଦୌ ହଜମ ହଉନି । ପୀଡ଼ିତାଙ୍କ ବାପା ଓ ବୋଉ ଦି’ ପ୍ରକାର କଥା କେମିତି କହିଲେ ? ନିଆଁ ଲାଗିବା ଦିନ ପୀଡ଼ିତାଙ୍କ ବୋଉ ଅପହରଣ କଥା କହିଥିଲେ । କହିଥିଲେ କି…

କୁହେଳିକା ଭିତରେ ବଳଙ୍ଗା ଝିଅ

ବଳଙ୍ଗା ପୀଡ଼ିତାଙ୍କ ନାଁ କ’ଣ ? ପୁଲିସ କହୁଚି ଯେ, ଝିଅଟା ଆତ୍ମହତ୍ୟା କରିଚି । ଅନ୍ୟ କେହି ଏଥରେ ସଂପୃକ୍ତ ନାହାଁନ୍ତି । ଏହା ବଳାତ୍କାର କି ଦୁଷ୍କର୍ମ ମାମଲା ନୁହେଁ । ଅପହରଣ ଅଭିଯୋଗ ମିଛ । ତେବେ…

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା; ସରକାରଙ୍କ ଚାପରେ ପୋଲିସ ନୀରବ ହୋଇ ବସିଛି: ସୁବ୍ରତ ଛାଟୋଇ

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣାକୁ ନେଇ ତେଜୁଛି ରାଜନୀତି । ପୀଡ଼ିତା ମୃତ୍ୟୁ ଘଟଣାକୁ ନେଇ ସରକାରଙ୍କ ଉପରେ ବର୍ଷିଲା ବିଜେଡି। ସରକାରଙ୍କ ଚାପରେ ପୋଲିସ ନୀରବ ହୋଇ ବସିଛି ତେଣୁ ଏ ପର୍ଯ୍ୟନ୍ତ କୌଣସି ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିପାରି…

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା; ୭ରେ ବିଜେଡିର ପୁରୀ ହରତାଳ

ବଳଙ୍ଗା ପୀଡ଼ିତା ପୋଡ଼ି ଘଟଣାରେ ବନ୍ଦ ଡାକରା ଦେଲା ବିଜେଡି। ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା ଦେଲା ବିଜୁ ଜନତା ଦଳ। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ ଦେଇଛି ବିଜେଡ଼ି…

ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ

ଆଜି ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ । ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ପୀଡ଼ିତାଙ୍କ ଗାଁ ବାୟାବରର କବରସ୍ତାନରେ ଦିଆଗଲା କବର । ବାୟାବର ଗାଁରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା; ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ପଡ଼ିବ ମହାଙ୍ଗା: ଅଳକା ଲାମ୍ବା

ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା ପାଇଁ। କିନ୍ତୁ…

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା: ତଦନ୍ତ ବାଟବଣା ନ ହେବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ପନ୍ଦର ଦିନଧରି ଜୀବନ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା। ୧୯ ଜୁଲାଇ ଶନିବାର ସକାଳେ ଘଟଣା ଘଟିଥିଲା ଏବଂ ସେଇ ଶନିବାର ୨ ଅଗଷ୍ଟ ଜୀବନ ଚାଲିଗଲା। ଏତେ ବଡ଼ ଘଟଣା ଘଟିଥିଲେ ବି…

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ କରିଛି ପୋଲିସ

ବଳଙ୍ଗା ଘଟଣାରେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି । ପୀଡିତାଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନଥିବା ସ୍ପଷ୍ଟ କରିଛି ଓଡ଼ିଶା ପୋଲିସ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର…