Tag: Balanga Minor Girl

Chandbali Bandh: ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଲେ ବିଜେଡି ଓ କଂଗ୍ରେସ

ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଲେ ବିଜେଡି ଓ କଂଗ୍ରେସ । ସକାଳ ୬ରୁ ଦିନ ୧୨ଟା ଯାଏଁ ଚାନ୍ଦବାଲି ବ୍ଲକରେ ବନ୍ଦ ଡାକରା ଦିଆଯାଇଛି । ଏ ନେଇ ସୂଚନା ଦେଲେ ବିଧାୟକ ବ୍ୟୋମକେଶ ରାୟ, କଂଗ୍ରେସ ନେତା ଦିଗମ୍ବର…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଜିଲ୍ଲା, ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ଅବସ୍ଥାରେ ପୀଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । କ୍ରାଇମବ୍ରାଞ୍ଚ ଟିମ୍ ହାତରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଥିବା ସୂଚନା ମିଳିଛି । ପୀଡ଼ିତାଙ୍କ ବୟାନ ସମ୍ପୂର୍ଣ୍ଣ…

ବଳଙ୍ଗା ଘଟଣା; କିଛି ତଥ୍ୟ ହସ୍ତଗତ ହୋଇଛି, କିଛି ଆସିବାର ବାକି ରହିଛି: ଡିଜିପି

ଆଜି ଅପରାହ୍ନରେ ପୁରୀ ବଳଙ୍ଗାରେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଛନ୍ତି ପୋଲିସ୍ ଡିଜି ୱାଇ. ବି. ଖୁରାନିଆ । ସାଥିରେ ପୁରୀ ଏସ୍‌ପି ପିନାକ ମିଶ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ମଧ୍ୟ ସ୍ଥିତି ପରଖିଛନ୍ତି ।ପୀଡ଼ିତାଙ୍କୁ ଯେଉଁଠି…

ନାବାଳିକା ପୋଡ଼ି ମାମଲା; ବଳଙ୍ଗା ଥାନା ଘେରାଉ ବେଳେ ବିଜେଡି କର୍ମୀ-ପୋଲିସ ଧସ୍ତାଧସ୍ତି

ପୁରୀ ଜିଲ୍ଲା ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ମାମଲାକୁ ନେଇ ସରଗରମ ହୋଇଛି ରାଜନୀତି । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ। ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ଘଟଣାକୁ ନେଇ…

ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ

ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ । ନାବାଳିକା ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବା ନେଇ ସୂଚନା ମିଳିଛି। କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ ଏମ୍ସକୁ ହେବେ ଏୟାରଲିଫ୍ଟ । ତେଣୁ…

ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ । ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ । ରକ୍ତଚାପ ମଧ୍ୟ କମ୍‌…