ରାଜ୍ୟ ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା July 16, 2025 Nirvay ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ଅସନ୍ତୋଷ ଲାଗିରହିଥିବାବେଳେ ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ରହିବ ବନ୍ଦ ।…