Tag: Balasore

ଏଫଏମ ୟୁନିଭର୍ସିଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ

ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । ଜଣେ ସହକାରୀ ପ୍ରଫେସରଙ୍କ କ୍ବାର୍ଟର୍ସରେ ପଶି ଦୁଷ୍କର୍ମ ଉଦ୍ୟମ କରିଥିଲା ଯୁବକ । ଏହାପରେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୧୪ ଦିନ ବଢ଼ିଲା ଏଚ୍ଓଡି ସମୀର ସାହୁଙ୍କ ହାଜତ ଅବଧି

ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହୁତି ଘଟଣାରେ ଗିରଫ ହୋଇଥିବା ପ୍ରଫେସର୍ ସମୀର କୁମାର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଛି । ନିଲମ୍ବିତ ଏଚ୍‌ଓଡି ସମୀର ସାହୁ ୧୪ ଦିନିଆ ଅବଧି ଆଜି ଶେଷ…

ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା: ଏକାଦଶାହରେ ଯୋଗ ଦେଲେ ସାଂସଦ ଓ ମନ୍ତ୍ରୀ

ମୃତ ବାଲେଶ୍ୱର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହରେ ଯୋଗ ଦେଲେ ମନ୍ତ୍ରୀ ଓ ସାଂସଦ । ଏକାଦଶାହରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସଦର ବିଧାୟକ ମାନସ ଦତ୍ତଙ୍କ ସମେତ ବହୁ ନେତା…

FM ଛାତ୍ରୀ ଆତ୍ମାହୁତି ମାମଲା: ଘଟଣାସ୍ଥଳରେ ଉପସ୍ଥିତଥିବା ୨ ଛାତ୍ରୀଙ୍କ ସାକ୍ଷ୍ୟଗ୍ରହଣ

FM ଛାତ୍ରୀ ଆତ୍ମାହୁତି ମାମଲାରେ ଉଠିପାରେ ପରଦା । ୨ ଛାତ୍ରୀଙ୍କ ହେଲା ସାକ୍ଷ୍ୟଗ୍ରହଣ । FM ଛାତ୍ରୀ ଆତ୍ମାହୁତି ମାମଲାରେ ଘଟଣାସ୍ଥଳରେ ଉପସ୍ଥିତ ଥିବା ୨ ଛାତ୍ରୀଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। କୋର୍ଟରେ ବିଏନ୍‌ଏସ୍‌ର ଧାରା ୧୮୩ରେ ବୟାନ ରେକର୍ଡ କରାଯାଇଛି…

ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ । ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ । ରକ୍ତଚାପ ମଧ୍ୟ କମ୍‌…

ସାମ୍ନାକୁ ଆସିଲା ଆଇସିସିକୁ ପୀଡ଼ିତାଙ୍କ ବାପାଙ୍କ ଲେଖିଥିବା ଚିଠି ଗୁମର

ସାମ୍ନାକୁ ଆସିଲା ଆଇସିସି କୁ ପୀଡ଼ିତା ବାପାଙ୍କ ଗୁହାରି । ଝିଅକୁ ଫକୀର ମୋହନ କଲେଜ ର ଏଚ୍‌ଓଡି ସମୀର ସାହୁ ନିର୍ଯ୍ୟାତନା ଦେଉଥିବା ସମ୍ପର୍କରେ ଆଇସିସି କମିଟିକୁ ଚିଠି ଜରିଆରେ ଅବଗତ କରିଥିଲେ ସୌମ୍ୟାଶ୍ରୀଙ୍କ ବାପା । ଝିଅ ଆଗକୁ…

ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଆଜି ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ଭେଟି ରାଜ୍ୟ ସରକାରଙ୍କ ତରଫରୁ ୨୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସେହିପରି ବାଲେଶ୍ୱର ରେଡ୍‌କ୍ରସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୫ ହଜାର ଟଙ୍କାର ସହାୟତା…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ଜଣା ପଡ଼ିଲା କେଉଁଠୁ ଆସିଥିଲା ପେଟ୍ରୋଲ

ବାଲେଶ୍ୱର, ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମକୁ ମିଳିଛି ନୂଆ ସୁରାକ୍ । ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା, ଏବଂ କିଏ ଆଣିଲା, ସେ ନେଇ କିଛି ସୁରାକ୍ ମିଳିଥିବା କୁହାଯାଉଛି । ବାଲେଶ୍ୱର…

ସୌମ୍ୟାଶ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବିରେ ବିଜେଡିର ମୌନ ପ୍ରତିବାଦ

ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତା ଓ କର୍ମୀ ମାନେ ଆଜି ଭୁବନେଶ୍ୱରସ୍ଥିତ ମହାତ୍ମା ଗାନ୍ଧୀ ପାର୍କରେ ଗାନ୍ଧିଜୀ ଙ୍କ ମୁର୍ତ୍ତି ତଳେ ଶାନ୍ତିପୂର୍ଣ୍ଣ…