Tag: Balasore

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା; ସ୍ଥିତିରେ କିଛି ସୁଧାର ଆସିନି: AIIMS ନିର୍ଦ୍ଦେଶକ

ବାଲେଶ୍ବର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହାରି ମଧ୍ୟରେ ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରତିକ୍ରିୟା ଦେଲେ AIIMS ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ। ସେ କହିଛନ୍ତି ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି…

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଓଡ଼ିଶାରେ ମହିଳା ଅସୁରକ୍ଷିତ ଥିବା କଥା ରାହୁଲ ଗାନ୍ଧୀ କହିବାର ଗୋଟିଏ ଦିନ ପରେ, ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ଘଟିଥିବା ଏକ ଦୁଃଖଦ ଘଟଣା ଲୋକଲୋଚନକୁ ଆସିଛି । ଜଣେ ଯୁବତୀ ନ୍ୟାୟ ନପାଇବାରୁ ଆତ୍ମହତ୍ୟା କରିବାକୁ…

ବାଲେଶ୍ୱର ଛାତ୍ରୀ ଆତ୍ମହୂତି ଉଦ୍ୟମ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି

ଫକୀର ମୋହନ ମହାବିଦ୍ୟାଳୟର ଜଣେ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷ, ପୋଲିସର ନିଷ୍କ୍ରିୟତା ଓ ବାଲେଶ୍ୱର ସାଂସଦଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛି ବିଜେଡି । ରାଜ୍ୟରେ ନାରୀ ନ୍ୟାୟ ପାଇବା ପାଇଁ…

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଅଭିଯୁକ୍ତ ଏଚ୍‌ଓଡି ଗିରଫ

ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ନିଜ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ ଆଜି ବଡ଼ ପଦକ୍ଷେପ ନେଇଛି । ବାଲେଶ୍ୱର ଘଟଣାରେ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉଚ୍ଚଶିକ୍ଷା…

ଛାତ୍ରୀଙ୍କ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ୱର ଜିଲ୍ଲା ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଘଟିଛି ଅଭାବନୀୟ ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଛାତ୍ରୀ । ଶିକ୍ଷକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ ଧାରଣାରେ ବସିଥିଲେ ଛାତ୍ରୀ…

ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକ ମୃତ

ପଶ୍ଚିମବଙ୍ଗ ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ନିକଟ ଜାମୁଝାଡ଼ି ଛକ ନିକଟରେ ସ୍କୁଟିକୁ ଧକ୍କା ଦେଲା ପଶ୍ଚିମବଙ୍ଗ ହାଓ୍ବଡ଼ାର ବିଧାୟକ ଗୌତମ ଚୌଧୁରୀଙ୍କ ଗାଡ଼ି । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ…

ତେଜିଲା ବାଲେଶ୍ୱରକୁ ମହାନଗର ନିଗମ କରିବା ଦାବି

ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି ମୁଖ୍ୟମନ୍ତ୍ରୀ ଗତକାଲି ଘୋଷଣା କରିବା ପରେ ବାଲେଶ୍ୱରକୁ ମହାନଗର ନିଗମ ଘୋଷଣା ଦାବି ଜୋର ଧରିଛି ।ଏନେଇ ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଦାସ ଦାବି କରିଛନ୍ତି ।…

ଭୁବନେଶ୍ବରରୁ ଅପହୃତ ଶିଶୁ ବାଲେଶ୍ୱରରୁ ଉଦ୍ଧାର

କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା । ରାଜଧାନୀ ରାମ ମନ୍ଦିର ସାମ୍ନାରୁ ଜଣେ ଦୃଷ୍ଟି ବାଧିତ ମାଆ କୋଳରୁ ଚୋରି ହୋଇଥିବା ଦେଢ଼ ବର୍ଷର ଶିଶୁକୁ ଉଦ୍ଧାର ହୋଇଛି । ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବୋଇତା ଗାଁରୁ ଶିଶୁ…

ଦୁର୍ଘଟଣାଗ୍ରସ୍ତ କାର୍‌ରୁ ମିଳିଲା ବିଡ଼ା ବିଡ଼ା ଟଙ୍କା ଓ ସୁନା; ଦୁଇ ଗିରଫ 

ଦ୍ରୁତଗତିରେ ଯାଉ ଯାଉ ପିଟି ହୋଇଗଲା କାର୍ । କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଗାଡ଼ି ଭିତରୁ ଜବତ ହେଲା ୨ ଲକ୍ଷ ୪୦ ହଜାର ଟଙ୍କା ସହ ସୁନା ଓ ରୁପା ଅଳଙ୍କାର । ବାଲେଶ୍ୱର ଜିଲ୍ଲା ଜୁଣିଆ ବଜାରରେ…

ବେଆଇନ ବାଲି ଚାଲାଣ ବେଳେ ଚଢାଉ; ୧୯ଟି ବାଲି ଟ୍ରକ ଜବତ

ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ବଡ଼ ଧରଣର ଚଢ଼ାଉ । ୧୬ନଂ ଜାତୀୟ ରାଜପଥ ତଳନଗର ଓଭରବ୍ରିଜ ନିକଟ ଓଡ଼ିଶା ହୋଟେଲ ସମ୍ମୁଖରୁ ୧୯ଟି ବାଲି ବୋଝେଇ ହାଇୱା ଜବତ କରାଯାଇଛି। ବାଲି ଗାଡି ଗୁଡିକ ଭଦ୍ରକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା…