Tag: Balasore

ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି

ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଦ୍ୟାଧର ପତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଦ୍ୟାଧର ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍‌ର…

ରେମୁଣାରେ ଆଦିବାସୀ ମହିଳାଙ୍କୁ ନିର୍ଯ୍ୟାତନା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ବାଲେଶ୍ୱର ରେମୁଣା ଅଞ୍ଚଳରେ ଧର୍ମ ପରିବର୍ତ୍ତନକୁ କେନ୍ଦ୍ର କରି ଆଦିବାସୀ ମହିଳାଙ୍କୁ ମାଡ ମାରିବା ଘଟଣାରେ ନିଆଯାଇଛି କାର୍ଯାନୁଷ୍ଠାନ। ଡିସେମ୍ବର ୨୬ ତାରିଖରେ ବାଲେଶ୍ଵର ଜିଲ୍ଲାର ମୁଖୁରା ପଞ୍ଚାୟତର ଛଣଖଣପୁର ଗ୍ରାମରେ ଆଦିବାସୀ ମହିଳାଙ୍କ ଉପରେ ହୋଇଥିବା ନିର୍ଯ୍ୟାତନାରେ ମୁଖ୍ୟ ଅଭିଯୁକ୍ତ…

ଲୁଗା ଦୋକାନରୁ ଚୋରି ସନ୍ଦେହରେ ଯୁବକକୁ ମାରିଦେବା ଘଟଣା; ଏସ୍ଆଇ ସସ୍‌ପେଣ୍ଡ

କାର୍ଯ୍ୟରେ ଅବହେଳା ଅଭିଯୋଗରେ ବାଲେଶ୍ୱର ସାର୍ଥା ଫାଣ୍ତି ଅଧିକାରୀ ନିଲମ୍ବିତ । ଏସ୍ଆଇ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ନିଲମ୍ବନ କଲେ ଏସପି। ୨୨ ତାରିଖରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ଚନ୍ଦ୍ର ଶେଖର ମହାନ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଏସପି ।…

ଖତ ଗଦାରୁ ମିଳିଲା ୨୧ ଲକ୍ଷରୁ ଅଧିକ ଟଙ୍କା

ଖତ ଗଦାରେ ପୋତା ଯାଇଛି ବିଡ଼ା ବିଡ଼ା ଟଙ୍କା । ହାଇଦ୍ରାବାଦରେ ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌ରୁ ଚୋରି ହୋଇଥିବା ଟଙ୍କା ବାଲେଶ୍ୱରରୁ ଉଦ୍ଧାର । ଏଭଳି କିଛି ଚାଞ୍ଚଲ୍ୟକର ଘଟଣା ଏବେ ହାଇଦ୍ରାବାଦରୁ ବାଲେଶ୍ୱର ଯାଏଁ ଚହଳ ସୃଷ୍ଟି କରିଛି । ହାଇଦ୍ରାବାଦର…

ମହିଳାଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେବା ପଡିଲା ମହଙ୍ଗା; ଗିରଫ ହେଲେ ୟୁଟ୍ୟୁବର ଉମାଶଙ୍କର ପାଣିଗ୍ରାହୀ

ଳସୋସିଆଲ ମିଡିଆରେ ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ ସହ ଦୂବ୍ୟବହାର କରିବା ୟୁଟ୍ୟୁବରଙ୍କୁ ପଡ଼ିଲା ମହଙ୍ଗା । ପୁଣି ଗିରଫ ହେଲେ ୟୁଟ୍ୟୁବର ଶଙ୍କର ଓମ୍‌ ସରଣ ଓରଫ ଉମାଶଙ୍କର ପାଣିଗ୍ରାହୀ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବାଲେଶ୍ବର ଜିଲ୍ଲା ସିମୂଳିଆ ଥାନା…

ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ…

ବାଲେଶ୍ବର ଜିଲ୍ଲାରେ ବନ୍ୟାସ୍ଥିତି ଉଦ୍‌ବେଗଜନକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଲେଶ୍ବର ଜିଲ୍ଲାରେ ବନ୍ୟାଞ୍ଚଳ ପରିଦର୍ଶନ ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ବନ୍ୟାସ୍ଥିତି ଉଦ୍‌ବେଗଜନକ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ତିନିଟି ନଦୀରେ ଜଳସ୍ତର ବଢ଼ିଛି । ବାଲେଶ୍ବର ଜିଲ୍ଲାର ୬ଟି ବ୍ଲକର…

ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଗତ କିଛିଦିନ ଧରି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ବର୍ଷା ଲାଗି ରହିଥିବା ବେଳେ ଏହାର ପ୍ରଭାବରେ ବୁଢ଼ାବଳଙ୍ଗ, ବୈତରଣୀ,ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ବାଲେଶ୍ୱରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।…

ବାଲେଶ୍ବର ନାବାଳିକା ଦୁଷ୍କର୍ମ-ହତ୍ୟା ଘଟଣାରେ ସରକାରଙ୍କ ନିଷ୍କ୍ରିୟତା ଦୁର୍ଭାଗ୍ୟଜନକ: ବିଜେଡି

ବାଲେଶ୍ଵର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଘଟିଥିବା ଆଦିବାସୀ ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଜେଡି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ନିଷ୍କ୍ରିୟତା ଅଭିଯୋଗ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ…

ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର; ସମ୍ପର୍କୀୟ ମାମୁଁ ଅଟକ

ବାଲେଶ୍ବର ଜିଲ୍ଲା ରେମୁଣା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ବର୍ଷର ନାବାଳିକା। ସମ୍ପର୍କୀୟ ମାମୁଁ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା…