Tag: Balasore

ବାଲେଶ୍ବର ସହରରେ କାଲିଠୁ ଚାଲିବ ଇଣ୍ଟରନେଟ୍‌

ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ରୁ ରାତି ୯ଟା କର୍ଫ୍ୟୁ କୋହଳ ହୋଇଛି। ଟାଉନ ଥାନା ଅଞ୍ଚଳରେ ସକାଳ ୫ରୁ ଦିନ ୨ଟାରେ କର୍ଫ୍ୟୁ କୋହଳ କରାଯାଇଛି। ଆଜି ସୁଦ୍ଧା ୮୯ ଗିରଫ ହୋଇଥିବା ବେଳେ ୨୧ଟି ମାମଲା ରୁଜୁ ହୋଇଛି।…

ବାଲେଶ୍ବରରେ ପୁଣି କର୍ଫ୍ୟୁ କୋହଳ

ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଛି। ଶନିବାର ସନ୍ଧ୍ୟାରେ ସାମ୍ୱାଦିକ ସମ୍ମିଳନୀ କରି ଜିଲ୍ଲାପାଳ ଠାକରେ କହିଛନ୍ତି ସହରରେ…

ବାଲେଶ୍ୱରରେ ଆଜିଠୁ ଉପଲବ୍ଧ ହେବ ଇଣ୍ଟରନେଟ ସେବା

ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସେଥିପାଇଁ ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ସହଦେବଖୁଣ୍ଟା ଓ…

ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ

ବାଲେଶ୍ବରରେ ପରିସ୍ଥିତିରେ ଆସୁଥିବା ସୁଧାରକୁ ଦୃଷ୍ଟିରେ ରଖି ଆହୁରି କୋହଳ ହେଲା କର୍ଫ୍ୟୁ । ସକାଳ ୫ରୁ ଦିନ ୨ଟା ଯାଏଁ ହେବା କର୍ଫ୍ୟୁ କୋହଳ । ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ…

ବାଲେଶ୍ବର ସହରରେ ଆଉ ୨ ଘଣ୍ଟା ହେଲା କର୍ଫ୍ୟୁ କୋହଳ

ବାଲେଶ୍ବର ଗୋଷ୍ଠୀ ସଂଘର୍ଷ କାରଣରୁ ପୁଲିସ ପ୍ରଶାସନ ପକ୍ଷରୁ ପୌରାଞ୍ଚଳରେ ଲାଗୁ ହୋଇଥିବା କର୍ପ୍ୟୁକୁ ଆଉ ୨ ଘଣ୍ଟା କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ

ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପାରିଛି ବାଲେଶ୍ୱର । ବିଳମ୍ବିତ ରାତିରେ ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱର ସହରରେ ଅଶାନ୍ତ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ। ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ…

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ…

କୋଇଲା ଟ୍ରେନ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଜିଲ୍ଲା ସୋର ଷ୍ଟେଶନରେ ଆଜି ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିଥିଲେ । ଏହାପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ…

ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…