Tag: Bali Jatra

Kataka Bali Yatra: ଐତିହାସିକ କଟକ ବାଲିଯାତ୍ରାରେ ବ୍ୟାନ ହେଲା ପ୍ଲାଷ୍ଟିକ୍; ଶାଳପତ୍ର ଖଲି ବ୍ୟବହାର ପାଇଁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଐତିହାସିକ କଟକ ବାଲିଯାତ୍ରାକୁ ପ୍ଲାଷ୍ଟିକ୍‌ମୁକ୍ତ ଏବଂ ପରିବେଶ ଅନୁକୂଳ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥର ବାଲିଯାତ୍ରାରେ ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି । ଏଥି ସହିତ…

Cuttack Bali Jatra 2026: ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ରାଜ୍ୟ ସରକାରଙ୍କୁ ପଠାଯାଇଛି ପ୍ରସ୍ତାବ: କଟକ ଜିଲ୍ଲାପାଳ

ଚଳିତ ବର୍ଷର ଐତିହାସିକ କଟକ ବାଲିଯାତ୍ରାକୁ ନେଇ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଥର ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଛି । ଏ ନେଇ ଆଜି ସୂଚନା…

Cuttack Bali Jatra: କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି

ଜମୁଛି କଟକ ବାଲିଯାତ୍ରା । ବାଲିଯାତ୍ରା ଦେଖିବାକୁ ଲୋକଙ୍କ ନାହିଁ ନଥିବା ଭିଡ଼ । ବହୁ ଦୂରଦୂରାନ୍ତରୁ ଲୋକ କଟକ ମହାନଦୀ ପଠାରେ ଏକାଠି ହେଉଛନ୍ତି ଆଉ ବାଲିଯାତ୍ରାର ମଜା ନେଉଛନ୍ତି । ଏହି ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି…

ଉଭୟ ପଡ଼ିଆରେ ହେବ ବାଲିଯାତ୍ରା

ଉପର ପଡ଼ିଆରେ ହେବ ଐତିହାସିକ ବାଲିଯାତ୍ରା। ଉପର ପଡ଼ିଆରେ ବାଲିଯାତ୍ରା ହେବାକୁ ନେଇ ମିଳିଲା ଅନୁମତି। ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ…

କାଲିଠାରୁ ହେବ ବାଲିଯାତ୍ରା ପ୍ଲଟ୍ ଆବେଦନ

ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ପାଇଁ ଆସନ୍ତାକାଲିଠାରୁ ପ୍ଲଟ୍ ଆବଣ୍ଟନ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । କଟକ ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ନିଲାମ ମାଧ୍ୟମରେ କରାଯିବ । କାଲିଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର।…

ଐତିହ୍ୟ ଜାତୀୟ ଲିଷ୍ଟରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା

ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା । ଏ ନେଇ ଆଜି ‘ଏକ୍ସ’ରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ…