Tag: Balianta mob lynching case

Balianta Mob Lynching Case: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା; ଆଉ ଜଣେ ଅଭିଯୁକ୍ତ ଗିରଫ

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ । ଗତକାଲି ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ଦୁପୁର ଅଞ୍ଚଳରୁ ୪୮ ବର୍ଷୀୟ ବିନୋଦ ବେହେରାଙ୍କୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ । ଗିରଫ ଅଭିଯୁକ୍ତ ହେଉଛନ୍ତି ଭୁବନେଶ୍ୱର ସତ୍ୟନଗରର…

Balianta Mob Lynching Case: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ଆଉ ୨ ଜଣ ଗିରଫ

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆଉ ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ । ନୟାଗଡ଼ ରଣପୁରରୁ ୨ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଏହାକୁ ମିଶାଇ ଗିରଫଦାରୀ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି ।

Balianta mob lynching: ବାଲିଅନ୍ତା ମାମଲା; ଆଉ ଜଣେ ଗିରଫ

ଭୁବନେଶ୍ୱର ବାଲିଅନ୍ତାରେ କନେଷ୍ଟବଳ ସୌମ୍ୟ ରଞ୍ଜନ ହତ୍ୟା ମାମଲାର ତଦନ୍ତ ଦାୟିତ୍ୱ ନେବା ପରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋରଦାର କରିଥିବା ବେଳେ ଏବେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଏହା ସହ ମୋଟ ଗିରଫଦାରୀ ସଂଖ୍ୟା ୧୨ରେ ପହଞ୍ଚିଛି। ଗିରଫ…

Action Against Cops in Balianta Case: ବାଲିଅନ୍ତା ଭିଡ଼ ହତ୍ୟା ମାମଲାରେ ୪ ପୋଲିସ ସସ୍ପେଣ୍ଡ

ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ସରକାରୀ ରେଳବାଇ ପୋଲିସ (ଜିଆରପି) କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ନିର୍ମମ ଭିଡ଼ ଦ୍ୱାରା ହତ୍ୟା କରାଯିବା ଘଟଣାକୁ ନେଇ ବ୍ୟାପକ ଉତ୍ତେଜନା ପରେ ୪ ପୋଲିସ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି । ବଢ଼ୁଥିବା ଜନସାଧାରଣଙ୍କ ଆକ୍ରୋଶ ଏବଂ…

Balianta Mob Lynching Case: ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣା; କ୍ରାଇମ୍‌ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଘଟଣା ସମ୍ପର୍କରେ ସବିସ୍ତୃତ…