ତାଜା ଖବର ରାଜ୍ୟ Baliapala Sub-Registrar in Vigilance Net: ଭିଜିଲାନ୍ସ ଜାଲରେ ବାଲିଆପାଳ ସବ୍-ରେଜିଷ୍ଟ୍ରାର November 6, 2026 Nirvay ବାଲେଶ୍ୱର ଜିଲ୍ଲା ବାଲିଆପାଳର ସବ୍-ରେଜିଷ୍ଟ୍ରାର ତଥା ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀ ମନୀଷା ମିଶ୍ର ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯିବା ପରେ ଆୟ ବହିର୍ଭୂତ ସମ୍ପତ୍ତି…