Tag: Baliharachandi Gang Rape Case

ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍

ପୁରୀ ଜିଲ୍ଲା, ବ୍ରହ୍ମଗିରିର ପ୍ରସିଦ୍ଧ ବାଲିହରଚଣ୍ଡୀ ପର୍ଯ୍ୟଟନସ୍ଥଳୀ ନିକଟରେ ହୋଇଥିବା ଛାତ୍ରୀ ଗଣଧର୍ଷଣ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବାସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସାରା ଓଡ଼ିଶାରେ ମହିଳାମାନଙ୍କ ପ୍ରତି ହେଉଥିବା…