Tag: Baliyatra

ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲରେ ସିଏମସିର ଚଢାଉ

କଟକ ବାଲିଯାତ୍ରାରେ କଟକ ମହାନଗର ନିଗମର ସିଏମସି ପକ୍ଷରୁ ଚାଲିଛି ଚଢାଉ । ବାଲିଯାତ୍ରାକୁ ସ୍ୱଚ୍ଛ ଓ ପ୍ରଦବୂଷଣ ମୁକ୍ତ କରିବାକୁ ଜାରି ରହିଛି ପ୍ରଶାସନର ପ୍ରୟାସ । ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇଛି…

ଐତିହାସିକ ବାଲିଯାତ୍ରା ଅବଧି ଆଉ ଏକ ଦିନ ବୃଦ୍ଧି : ମୁଖ୍ୟମନ୍ତ୍ରୀ

ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଐତିହାସିକ ବାଲି ଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲି ଯାତ୍ରାର ଅବଧିକୁ ଆଉ ଗୋଟିଏ…

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା ସଂସ୍କୃତି କକ୍ଷ

କଟକ ସହର ରେ ଜମୁଛି ବିଶ୍ବ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା । ଏହି ଅବସରରେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ସମ୍ବନ୍ଧରେ ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶେଷ ଭାବରେ ଯୁବପିଢୀମାନଙ୍କୁ ଅବଗତ କରିବା ପାଇଁ କଟକ ବାଲିଯାତ୍ରା ପଡିଆରେ ଓଡ଼ିଶା…

ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

ଏବର୍ଷର ବାଲିଯାତ୍ରା କାର୍ଯ୍ୟକ୍ରମର ପରିଚାଳନାରେ ହୋଇଥିବା ଅନେକ ବିଭ୍ରାଟକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳ ତରଫରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ବାଲିଯାତ୍ରା ରେ ଅଘଟଣ, କରେଣ୍ଟ ଲାଗି ଯୁକ୍ତ ଦୁଇ ଛାତ୍ର ଙ୍କ ମୃତ୍ୟୁ

କଟକ ବାଲିଯାତ୍ରାରେ ଅଘଟଣ। ବାଲିଯାତ୍ରାରେ ବିଦ୍ୟୁତ ଆଘାତରେ ନାବାଳକ ମୃତ। ଲିଚୁ ଲାଇଟ ଧରିଦେବାରୁ କରେଣ୍ଟ ଲାଗି ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ସେ ସାଙ୍ଗମାନଙ୍କ ସହିତ ବାଲିଯାତ୍ରା ବୁଲିବାକୁ ଆସିଥିଲେ। ନାବାଳକଙ୍କୁ ବିଦ୍ୟୁତ ଆଘାତ ଲାଗିବା ପରେ ଗୁରୁତର…

ମୁଖ୍ୟମନ୍ତ୍ରୀ ଙ୍କ ହସ୍ତକ୍ଷେପ ପରେ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅବଧି ବୃଦ୍ଧି

ଗତ 15.11.2024 ରୁ 22.11.2024 ମଧ୍ଯରେ ଉପର ଏବଂ ତଳ ବଲିଯ଼ାତ୍ରା ଗ୍ରାଉଣ୍ଡରେ ଐତିହାସିକ ବଳିଯ଼ାତ୍ରା କଟକ ଉତ୍ସବ, 2024 ପାଳନ କରାଯାଉଛି; ଏବଂ ବିଭିନ୍ନ ଦେଶ, ରାଜ୍ଯ ତଥା ଜିଲ୍ଲାର ସାଂସ୍କୃତିକ ଦଳମାନଙ୍କୁ ସେମାନଙ୍କ ସଂସ୍କୃତି, ପରମ୍ପରା ଏବଂ ଐତିହ୍ଯ…

ବାଲିଯାତ୍ରା ଓ ଅସୀମା ପଣ୍ଡା ବିବାଦ: ଜିଲ୍ଲାପାଳଙ୍କ ହସ୍ତକ୍ଷେପ

ବାଲିଯାତ୍ରା ପଡିଆରେ ଅସୀମା ପଣ୍ଡାଙ୍କ କାର୍ଯ୍ୟକ୍ରମ କୁ ଅଧାରେ ବନ୍ଦ କରିବା ଘଟଣା କୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି କଟକ ଜିଲ୍ଲାପାଳ | ଯେପରି ଏହି ଘଟଣାର ପୁନରାବୃତ୍ତି ନ ହେବ ତାହାକୁ ଗୁରୁତ୍ବ ଦେବା ପାଇଁ ପୋଲିସ କମିଶନର ଙ୍କ…

ଆଜି ଠାରୁ ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା

ଓଡ଼ିଶାର ରୌପ୍ଯ ସହର କଟକ ଠାରେ ଆଜିଠାରୁ ଆରମ୍ଭ ହୋଇଛି ଐତିହାସିକ ବାଲି ଯାତ୍ରା-୨୦୨୪। ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ବାଲି ଯାତ୍ରା ସ୍ଥଳର ଉପର ଏବଂ ତଳ ଭାଗରେ ବିଶ୍ୱ ପ୍ରସିଦ୍ଧ ମେଳାକୁ ଉଦଘାଟନ କରିଥିଲେ।ସୂଚନା ଅନୁଯାୟୀ ,…

ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା ଜାରି ; ଜାଣନ୍ତୁ କେଉଁପଟେ ଯିବ ଗାଡ଼ି

ଆଜିଠାରୁ ଆରମ୍ଭ ହେବାକୁ ଯାଇଛି ବିଶ୍ଵପ୍ରସିଦ୍ଧ କଟକ ବାଲିଯାତ୍ରା। ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ବାଲିଯାତ୍ରା ପାଇଁ କଟକରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବାଲିଯାତ୍ରା…

ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହାକୁ ନେଇ ପାରାଦ୍ୱୀପ ସମୁଦ୍ର ବେଳାଭୂମିରେ ପ୍ରସ୍ତୁତି ଶେଷ ହୋଇଛି । ବିଜୁ ମଇଦାନରେ ଆରମ୍ଭ ହେଇଥିବା…