ରାଜ୍ୟ ଆଜି ଠାରୁ ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା November 15, 2024 Nirvay ଓଡ଼ିଶାର ରୌପ୍ଯ ସହର କଟକ ଠାରେ ଆଜିଠାରୁ ଆରମ୍ଭ ହୋଇଛି ଐତିହାସିକ ବାଲି ଯାତ୍ରା-୨୦୨୪। ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ବାଲି ଯାତ୍ରା ସ୍ଥଳର ଉପର ଏବଂ ତଳ ଭାଗରେ ବିଶ୍ୱ ପ୍ରସିଦ୍ଧ ମେଳାକୁ ଉଦଘାଟନ କରିଥିଲେ।ସୂଚନା ଅନୁଯାୟୀ ,…
ତାଜା ଖବର ରାଜ୍ୟ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା ଜାରି ; ଜାଣନ୍ତୁ କେଉଁପଟେ ଯିବ ଗାଡ଼ି November 15, 2024 Papirani ଆଜିଠାରୁ ଆରମ୍ଭ ହେବାକୁ ଯାଇଛି ବିଶ୍ଵପ୍ରସିଦ୍ଧ କଟକ ବାଲିଯାତ୍ରା। ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ବାଲିଯାତ୍ରା ପାଇଁ କଟକରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବାଲିଯାତ୍ରା…
ରାଜ୍ୟ ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ November 14, 2024 Nirvay ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହାକୁ ନେଇ ପାରାଦ୍ୱୀପ ସମୁଦ୍ର ବେଳାଭୂମିରେ ପ୍ରସ୍ତୁତି ଶେଷ ହୋଇଛି । ବିଜୁ ମଇଦାନରେ ଆରମ୍ଭ ହେଇଥିବା…
ତାଜା ଖବର ରାଜନୀତି ଚଳତବର୍ଷ କଟକ ବାଲିଯାତ୍ରାକୁ ଆସିବେ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ November 14, 2024 Papirani ଆସନ୍ତା କାଲିଠାରୁ ୨୨ ତାରିଖ ଯାଏଁ ଚାଲିବ ଐତିହାସିକ ବାଲିଯାତ୍ରା ମେଳା। ବାଲିଯାତ୍ରା ପ୍ରସ୍ତୁତି ଓ ବ୍ୟବସ୍ତା ନେଇ କଟକ ଜିଲ୍ଲାପାଳଙ୍କ ପ୍ରେସମିଟ । ଆସନ୍ତାକାଲି ସନ୍ଧ୍ୟା ୫ଟାରେ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି…
ତାଜା ଖବର ରାଜ୍ୟ କଟକ ବାଲିଯାତ୍ରା: ବରିଷ୍ଠ ଅଧିକାରୀଙ୍କ ପଡ଼ିଆ ପରିଦର୍ଶନ November 11, 2024 Papirani ଆଜି ଅପରାହ୍ନରେ ୪ ଟା ୩୦ ସମୟରେ ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ଶ୍ରୀମତି ଅନୁ ଗର୍ଗ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କଟକ ଗସ୍ତରେ ଆସି ଚଳିତ ବର୍ଷ ବାଲିଯାତ୍ରା କଟକ ଉତ୍ସବ ପ୍ରସ୍ତୁତି ନିମନ୍ତେ ବାଲିଯାତ୍ରା ପଡିଆ ପରିଦର୍ଶନ…
ରାଜ୍ୟ କଟକ ବାଲି ଯାତ୍ରାରେ ଫୁଟପାଥ୍ ଭେଣ୍ଡିଂ ଉପରେ ପ୍ରତିବନ୍ଧକ ଲଗାଇଲା ଜିଲ୍ଲା ପ୍ରଶାସନ November 8, 2024 Nirvay ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶକୁ ଦର୍ଶାଇ କଟକ ଜିଲ୍ଲା ପ୍ରଶାସନ ବାଲି ଯାତ୍ରା ସମୟରେ ଅସ୍ଥାୟୀ ବ୍ୟବସାୟୀମାନଙ୍କୁ ଫୁଟପାଥରେ ବ୍ୟବସାୟ କରିବାକୁ ବାରଣ କରିଛି। ନଭେମ୍ବର ୮ ରୁ ୨୪ ପର୍ଯ୍ଯନ୍ତ, ପ୍ରଶାସନ ଧାରା ୧୬୩ ବି. ଏନ୍. ଏସ୍. ଏସ୍. ଲାଗୁ…
ତାଜା ଖବର ରାଜ୍ୟ ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ହେବ ବାଲିଯାତ୍ରା November 7, 2024 Papirani ତଳ ପଡ଼ିଆ ସହ ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ହାଇକୋର୍ଟ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କରି ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ଅନୁମତି…