Tag: Bangladesh

T20 World Cup: ଟି-୨୦ ବିଶ୍ଵକପ୍ ଖେଳିବାକୁ ଭାରତ ଆସିବନି ବାଂଲାଦେଶ

୨୦୨୬ ଟି୨୦ ବିଶ୍ୱକପ୍ ମ୍ୟାଚ୍ ଭାରତ ଏବଂ ଶ୍ରୀଲଙ୍କାରେ ଖେଳାଯିବ। ମୁସ୍ତାଫିଜୁର ରେହମାନଙ୍କୁ IPL ରୁ ବହିଷ୍କାର କରାଯିବା ପରଠାରୁ ମୁହାଁମୁହିଁ ସ୍ଥିତିରେ ଭାରତ ଏବଂ ବାଂଲାଦେଶର କ୍ରିକେଟ ବୋର୍ଡ। ଭାରତକୁ ଟି-୨୦ ବିଶ୍ବକପ୍‌ ଖେଳିବାକୁ ଆସିବାକୁ ମନା କଲା ବାଂଲାଦେଶ…

Bangladesh First Female PM Death: ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ । ମଙ୍ଗଳବାର ଭୋର ସମୟରେ ଢାକାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଜିଆଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଦୀର୍ଘ ବର୍ଷ…

ଘୁଞ୍ଚିଲା ଭାରତ ବାଂଲାଦେଶ କ୍ରିକେଟ ସିରିଜ

ଭାରତ ଓ ବାଂଲାଦେଶ ମଧ୍ୟରେ ହେବାକୁ ଥିବା କ୍ରିକେଟ ସିରିଜ ନେଇ ଥିବା ଦ୍ୱନ୍ଦରେ ଆଜି ପୂର୍ଣ୍ଣଛେଦ ପଡିଛି । ଭାରତ କ୍ରିକେଟ ବୋର୍ଡ ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ର ମିଳିତ ସହମତିରେ ପ୍ରାୟ ବର୍ଷେ ଘୁଞ୍ଚିଛି ଭାରତ ବାଂଲାଦେଶ…

ସୈଫ ଅଲି ଖାନଙ୍କ ଉପରେ ଆକ୍ରମଣ ପଛରେ ବାଂଲାଦେଶୀ ଲିଙ୍କ!

ସୈଫ ଅଲ୍ଲୀ ଖାନଙ୍କ ଘରେ ହୋଇଥିବା ଛୁରାମାଡ଼ ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସ ରବିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ମୁମ୍ବାଇ ପୋଲିସ ଡିସିପି ଦୀକ୍ଷିତ ଗେଡାମ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଜଣେ ଅଭିଯୁକ୍ତଙ୍କୁ ଥାନେରୁ…

ବାଂଲାଦେଶୀ ହିନ୍ଦୁ ଓ ଖ୍ରୀଷ୍ଟିଆନଙ୍କ ସମର୍ଥନରେ ପ୍ରିୟଙ୍କା ଗାନ୍ଧୀ

କଂଗ୍ରେସ ନେତ୍ରୀ ତଥା ୱାୟାନାଡ୍‌ ସାଂସଦ ପ୍ରିୟଙ୍କା ଗାନ୍ଧୀ ଆଜି ବାଂଲାଦେଶୀ ବ୍ୟାଗ୍‌ ଧରିଥିବାର ନଜର ଆସିଛନ୍ତି। ‘‘ଆମେ ବାଂଲାଦେଶର ହିନ୍ଦୁ ଏବଂ ଖ୍ରୀଷ୍ଟିଆନମାନଙ୍କ ସହ ଛିଡା ହୋଇଛୁ’’ ଲେଖା ଥିବା ବ୍ୟାଗ ଧରି ସଂସଦ ଗୃହକୁ ପ୍ରବେଶ କରିଥିଲେ ପ୍ରିୟଙ୍କା…

ବାଂଲାଦେଶ ଇସ୍କନର ଚିନ୍ମୟ ପ୍ରଭୂ ଗିରଫ

ବାଂଲାଦେଶ ଇସ୍କନ ସହ ଜଡିତ ଧର୍ମଗୁରୁ ଚିନ୍ମୟ କୃଷ୍ଣ ଦାସ ପ୍ରଭୂଙ୍କୁ ସୋମ‌ବାର ଅପରାହ୍ନରେ ଗିରଫ କରାଯାଇଛି । ତାଙ୍କ ଉପରେ ଦେଶଦ୍ରୋହ ଏବଂ ସାଂପ୍ରଦାୟିକ ସୋହାର୍ଦ୍ଦକୁ କ୍ଷତି ପହଞ୍ଚାଇଥୁବାର କେସ୍ ରହିଛି । ଚିନ୍ମୟ ପ୍ରଭୂଙ୍କ ସହାୟକ ଆଦି ପ୍ରଭୂ…

ବାଂଲାଦେଶରେ ଅନ୍ତରୀଣ ସରକାର: ମହମ୍ମଦ ୟୁନୁସଙ୍କୁ ଦାୟିତ୍ୱ

ବାଂଲାଦେଶ ସ୍ଥିତି ଅଣାୟତ୍ତ। ରାଜନୈତିକ ଅସ୍ଥିରତା ଓ ହିଂସା ମଧ୍ୟରେ ଗଠନ ହୋଇଛି ଅନ୍ତରୀଣ ସରକାର । ଏହାର ନେତୃତ୍ବ ନେବେ ନୋବେଲ୍ ବିଜେତା ମହମ୍ମଦ ୟୁନୁସ । ମଙ୍ଗଳବାର ତାଙ୍କୁ ବାଂଲାଦେଶର ଅନ୍ତରୀଣ ସରକାର ଚଳାଇବା ପାଇଁ ନେତା ଭାବେ…

ଭାରତରେ ପହଞ୍ଚିଲେ ଶେଖ ହସିନା

ବାଂଲାଦେଶରେ ହିଂସାର ସ୍ଥିତି ଅଣାୟତ୍ତ ହୋଇଥିବାରୁ ୧୫ ବର୍ଷ ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦରେ ଥିବା ଶେଖ ହସିନା ଆଜି ନିଜ ଜୀବନ ବଞ୍ଚାଇବା ପାଇଁ ନିଜ ପଦରୁ ଇସ୍ତଫା ଦେଇ ଭାରତ ପଳେଇ ଆସିଛନ୍ତି । ସେ ସଂଧ୍ୟା ୫ଟା ୩୬ରେ…

ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ

ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଇଛି ସେନା । ଏହାପରେ ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ସୀମାରେ ମୁତୟନ ବିଏସ୍‌ଏଫ୍‌ର ସବୁ ୟୁନିଟ୍‌କୁ ଆଲର୍ଟ ଜାରି…

ଇସ୍ତଫା ଦେଇ ଦେଶ ଛାଡ଼ିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧ କରି ଚାଲିଥିବା ବିକ୍ଷୋଭ ପ୍ରଦର୍ଶନ ଲଗାତାର ଉଗ୍ର ହେବାରେ ଲାଗିଛି । ଏହି ସମୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଶେଖ୍ ହସିନା। ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା…