ତାଜା ଖବର ରାଜ୍ୟ ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗ; ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ: କୃଷ୍ଣଚନ୍ଦ୍ର ମହାପାତ୍ର May 27, 2025 Papirani ଓଡ଼ିଶାରେ ବେଆଇନ ଭାବେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବିଦା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଦେଶର…