Tag: Bar

Fire Breaks Out At Bar: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଆଜି ଭୁବନେଶ୍ୱରର ସତ୍ୟ ବିହାର ଅଞ୍ଚଳରେ ଥିବା ଏକ ବାର୍ ଆଣ୍ଡ ରେଷ୍ଟୁରାଣ୍ଟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳୁଛି ବାର୍‌ ଓ ଚାରିଆଡ଼େ ଧୂଆଁମୟ ପରିବେଶ ଦେଖା ଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ବାର୍ ରେ ସଙ୍ଗୀତ ପରିବେଷଣ ପାଇଁ ମିଳିଲା ଅନୁମତି; ଡାନ୍ସ ଉପରେ କଟକଣା ଜାରି

୨୦୨୪-୨୫ ଆର୍ଥିକବର୍ଷର ଅବକାରୀ ନୀତିରେ ଡ୍ୟାନ୍ସବାର ଉପରେ ସରକାର କଟକଣା ଲଗାଇଥିବା ବେଳେ ଆଜି ତାହାକୁ କୋହଳ କରିଛନ୍ତି। ଚାଲିବ ବାର୍ କିନ୍ତୁ କେବଳ ସଙ୍ଗୀତ ଓ ଅର୍କେଷ୍ଟ୍ରା ପରିବେଷଣକୁ ଅନୁମତି ଦିଆଯାଇଛି । ଏନେଇ ଅବକାରୀ ବିଭାଗର ବିଜ୍ଞପ୍ତି ଜାରି…

ବାର୍‌ରେ ମିଳୁଥିଲା ନକଲି ମଦ; ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ

ବ୍ରାଣ୍ଡ ଅସଲି ଥିବା ବେଳେ ମଦ ନକଲି । ନକଲି ମଦକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହେଉଥିବା ବେଳେ ଆଜି କଟକ ଜିଲ୍ଲା ନିଶ୍ଚିନ୍ତ କୋଇଲି ବଜାରରେ ଏକ ବାର ଉପରେ ଅବକାରୀ ବିଭାଗର ଚଢ଼ାଉ କରିଛି। ନିଶ୍ଚିନ୍ତକୋଇଲି ବଜାରରେ…

ରାଜଧାନୀରେ ବିଳମ୍ବିତ ରାତି ଯାଏଁ ବାର୍ ଖୋଲା ରହିଲେ କାର୍ଯ୍ୟାନୁଷ୍ଠାନ ହେବା ସହ ରଦ୍ଦ ହେବ ଲାଇସେନ୍ସ

ବାର୍ ମାଲିକଙ୍କୁ ଚେତାବନୀ। ରାଜଧାନୀର ଅନେକ ବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ବାରମ୍ବାର ଅଭିଯୋଗ ଆସିବାପରେ ରାଜ୍ୟ ଅବକାରୀ ବିଭାଗର ବାର୍ ମାଲିକଙ୍କୁ ଦେଇଛନ୍ତି ଚେତାବନୀ। ଅବକାରୀ ବିଭାଗ ଆୟୁକ୍ତ ନରସିଂହ ଭୋଳ ରାଜଧାନୀର ସମସ୍ତ ବାରଗୁଡ଼ିକୁ ନିୟମ…

ରାତିସାରା ଖୋଲୁଥିବା ବାର,ପବ୍‌କୁ ଚେତାବନୀ

ରାତିସାରା ଖୋଲୁଥିବା ବାର, ପବ୍‌ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢ଼ାଉରେ ପଡ଼ିବ ଫାଇନ୍‌ । ବାରମ୍ବାର ଉଲ୍ଲଂଘନ କଲେ ପବ୍‌, ବାର୍‌ ଲାଇସେନ୍ସ ବାତିଲ କରାଯିବ । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ…