Tag: Barabati stadium

Odisha T20 League: ଯୁବ କ୍ରିକେଟରଙ୍କ ପାଇଁ ଶ୍ରେଷ୍ଠ ମଞ୍ଚ ସାଜିବ ଓଡ଼ିଶା T-20 ଲିଗ୍: OCA ସମ୍ପାଦକ

ଓଡ଼ିଶାର ଯୁବ କ୍ରିକେଟ ପ୍ରତିଭାମାନଙ୍କୁ ନିଜର ଦକ୍ଷତା ପ୍ରଦର୍ଶନ କରିବା ପାଇଁ ଏକ ବଡ଼ ସୁଯୋଗ ମିଳିବାକୁ ଯାଉଛି। କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ‘ଓଡ଼ିଶା T-20 ଲିଗ୍’। ଏହି ଟୁର୍ନାମେଣ୍ଟ…

India Vs Sri Lanka T20I At Barabati Stadium: ଡିସେମ୍ବର ୨୪ରେ ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍‌

ଡିସେମ୍ବର ୨୪ରେ ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍‌ । ପୁଣି ବାରବାଟୀରେ ଦେଖିବାକୁ ମିଳିବ କ୍ରିକେଟର କ୍ରେଜ୍। କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌। ୨୦୨୬-୨୭ ପାଇଁ ବିସିସିଆଇ ଖେଳସୂଚୀରୁ ସ୍ପଷ୍ଟ ହେଲା ବାରବାଟୀ ମ୍ୟାଚ୍‌ । ଭାରତ…

T20 In Barabati: କ୍ରିକେଟ ମ୍ୟାଚ ବେଳେ ସୁରକ୍ଷା ବ୍ୟବସ୍ଥା ସହିତ ତ୍ରୁଟିଶୂନ୍ୟ ଆୟୋଜନ ପ୍ରାଥମିକତା ହେଉ: ବିଜେଡି

ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ସାଉଥ ଆଫ୍ରିକା ମଧ୍ୟରେ ଟି-୨୦ କି୍ରକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଓଡ଼ିଶାର ଅଗଣିତ କ୍ରିକେଟ ପ୍ରେମୀ ମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି । କିନ୍ତୁ…

ଡିସେମ୍ବର ୯ରେ ବାରବାଟୀରେ ହେବ ଟି-ଟ୍ବେଣ୍ଟି

ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆସନ୍ତା ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ୍ । ଚଳିତ ବର୍ଷ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ସେଥିମଧ୍ୟରୁ ଡିସେମ୍ବର ୯ରେ ଓଡ଼ିଶାର…

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର; ଡିସେମ୍ବର ୯ ରେ ବାରବାଟୀରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌

ଓଡ଼ିଶାର ଲକ୍ଷ ଲକ୍ଷ କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର । ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ । ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ରେ ଦକ୍ଷିଣ…

ବାରବାଟୀରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର

ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ…

ବାରବାଟୀ ମ୍ୟାଚବେଳେ ବିଜୁଳି ବିଭ୍ରାଟ ମାମଲା: କ୍ରୀଡାମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲା ବିଜେଡି

ଗତକାଲି ବାରବାଟୀରେ ଖେଳାଯାଉଥିବା ଭାରତ ଇଂଲଣ୍ଡ ମ୍ୟାଚ ଚାଲିଥିବା ବେଳେ ବାରବାଟୀ ଷ୍ଟାଡିୟମର ଫ୍ଲଡ ଲାଇଟ ବନ୍ଦ ଘଟଣା ନେଇ ଏବେ ରାଜନୈତିକ ବୟାନ ବାଜି ଆରମ୍ଭ ହୋଇଯାଇଛି। ଏହି ଘଟଣାରେ କ୍ରୀଡ଼ା ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି…

ବାରବାଟୀ ବିଭ୍ରାଟ: ଓସିଏର ବିଚିତ୍ର ସ୍ପଷ୍ଟୀକରଣ, ଆକ୍ସନ ମୋଡ଼ରେ ସରକାର

ବାରବାଟୀ ଷ୍ଟାଡିୟମରେ ଗତକାଲି ଫ୍ଲଡ୍ ଲାଇଟ୍ ବିଫଳତା ଯୋଗୁଁ ଦ୍ୱିତୀୟ ଭାରତ-ଇଂଲଣ୍ଡ ମ୍ୟାଚ୍ ୨୫ ମିନିଟ୍ ପାଇଁ ବାଧାପ୍ରାପ୍ତ ହୋଇଥିବା ଘଟଣା ସାରା ବିଶ୍ୱରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଏତେ ବର୍ଷ ପରେ ଓଡ଼ିଶାରେ ଅନ୍ତର୍ଜାତୀୟ କ୍ରୀଡ଼ା ଖେଳାଯାଉଥିବା ବେଳେ…

ବାରବାଟୀରେ ଇଂଲଣ୍ଡକୁ ହରାଇ ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦିନିକିଆ ମ୍ୟାଚରେ ସିରିଜ୍‌ ଜିତିଲା ଭାରତ । ଭାରତୀୟ ଅଧିନାୟକଙ୍କ ଶତକୀୟ ଇନିଂସ ବଳରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଭାରତ ଇଂଲଣ୍ଡକୁ ୪ ୱିକେଟରେ ପରାସ୍ତ କରିଛି ।…

ବାରବାଟୀରେ ବିଜୁଳି ବିଭ୍ରାଟ; ଘୋର ଲଜ୍ଜା

ଅଧାରୁ ଅଟକିଲା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ । ବାରବାଟୀ ଷ୍ଟାଡିୟମରେ ଖେଳା ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଅଧାରୁ ବିଜୁଳି ବିଭ୍ରାଟ ଦେଖିବାକୁ ମିଳିଛି । ମ୍ୟାଚ ଅଧାରୁ ଲାଇଟ କଟିଯିବାରୁ ଅଟକିଲା ଖେଳ । ଲାଇଟ କଟିବା ନେଇ ରୋହିତ…