Tag: Baragada

Principal Arrested for Sexual Harassment in Baragada: କୋଚିଂ ବାହାନାରେ ହୋଟେଲକୁ ନେଇ ଛାତ୍ରଙ୍କୁ ଯୌନ ନିର୍ଯାତନା ଅଭିଯୋଗ; ଅଧ୍ୟକ୍ଷ ଗିରଫ

ବରଗଡ଼ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଛାତ୍ରଙ୍କୁ କୋଚିଂ ଦେବା ବାହାନାରେ ହୋଟେଲକୁ ନେଇ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ଅଧ୍ୟକ୍ଷଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଅଧ୍ୟକ୍ଷ ଜଣକ ହେଉଛନ୍ତି ଜିଲ୍ଲାର…

Samiti Member Shot Dead in Baragada: ବରଗଡ଼ରେ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, କାର୍ ଭିତରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ବରଗଡ଼ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆଗଲପୁର ପଞ୍ଚାୟତର ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୋଲିସ କାର୍ ଭିତରୁ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତ ଦେହ ଉଦ୍ଧାର କରିଥିବା ଜଣାପଡ଼ିଛି ।…

Baragada CHC Hospital Row: ବରଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦିଆଯାଉଛି ଏକ୍ସପାଏରୀ ମେଡିସିନ୍

ରୋଗୀଙ୍କ ଜୀବନ ସହ ଖେଳ । ବରଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ନିରାମୟରେ ଦିଆଯାଉଛି ଏକ୍ସପାଏରୀ ମେଡିସିନ୍। ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍‌ ଦିଆଯିବା ଏବଂ ତାହା ଖାଇବା ପରେ ରୋଗୀଙ୍କ ମୁଣ୍ଡ ବୁଲାଇବା ଜଣାପଡିବା…

Baragada Doctor Attacked At Hospital: ବରଗଡ଼ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଆକ୍ରମଣ; ଯୁବକ ଅଟକ

ବରଗଡ଼ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଘଟଣ । ଚିକିତ୍ସା ପାଇଁ ହସ୍ପିଟାଲକୁ ଆସିଥିବା ଜଣେ ଯୁବକ ହଠାତ୍ ଉତ୍ତେଜିତ ହୋଇ କର୍ତ୍ତବ୍ୟରତ ଡାକ୍ତରଙ୍କ ଉପରେ ଷ୍ଟୁଲ୍ ଫିଙ୍ଗି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଡାକ୍ତର ସୁଦୀପ୍ତ କୁମାର ରାଉତ…

Amit Shah to Visit Odisha: ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଜୁଲାଇ ୪ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ଗସ୍ତ ସମୟରେ ସେ ରାଜ୍ୟରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଏ ନେଇ ଆଜି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ…