ରାଜ୍ୟ Bargarh Dhanu Jatra: ମହାରାଜ କଂସଙ୍କୁ ବରଗଡ଼ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ December 30, 2025 Nirvay ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ଆଜି ସପ୍ତମ ଦିନରେ ଦର୍ଶକମାନେ ଏକ ନିଆରା ଦୃଶ୍ୟ ଦେଖିବାକୁ ପାଇଥିଲେ । କଂସ ମହାରାଜ ତାଙ୍କ ଦରବାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ସମ୍ରାଟ ଭାବେ ସମ୍ୱୋଧନ କରି ପଚାରିଥିଲେ…