ରାଜନୀତି ରାଜ୍ୟ ବିଧାୟକ ଯୋଗେଶ ସିଂଙ୍କୁ ଉଠାଇ ନେଲା ପୋଲିସ May 3, 2025 Nirvay ସୁନ୍ଦରଗଡ଼ ଜିଲ୍ଲା ବରପାଲିରେ ପ୍ରସ୍ଥାବିତ ରେଲୱେ ସାଇଡିଙ୍ଗକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ ଜନ ଆନ୍ଦୋଳନ ଚାଲିଥିବାବେଳେ ଆନ୍ଦୋଳନରେ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ ସାମିଲ ହୋଇଥିଲେ । ତେବେ ଯୋଗେଶଙ୍କ ସହ ପ୍ରାୟ ୨୦ ଜଣଙ୍କୁ ଆଜି ହେମଗିରି…