ତାଜା ଖବର ରାଜ୍ୟ Nuapada ByElection: ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟ: କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା October 27, 2025 Papirani ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟକୁ କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା । ସେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ଇତିହାସ, ସଂସ୍କୃତି ଓ ପରମ୍ପରା ଜାଣିନାହାନ୍ତି…