Tag: bcjd meeting

ବିଜୁଛାତ୍ର ଜନତା ଦଳର କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ ପଟ୍ଟନାୟକ

ଆଜି ଶଙ୍ଖ ଭବନରେ ବିଜୁ ଛାତ୍ରଜନତା ଦଳର ସାଂଗଠନିକ ବୈଠକ ଆରମ୍ଭ ହୋଇଯାଇଛି । ବୈଠକରେ ବିଜୁଛାତ୍ର ଜନତା ଦଳର କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଆମର ଆଦର୍ଶ ହେଉଛି ସେବା, ସ୍ବାଭିମାନ, ସଂଗ୍ରାମ…