ତାଜା ଖବର ରାଜ୍ୟ Odisha Coast to Get Camera-Based Beach Monitoring System: ଓଡ଼ିଶା ସମୁଦ୍ର ଉପକୂଳରେ ସ୍ଥାପନ ହେବ ଭିଡ଼ିଓ କ୍ୟାମେରା-ଆଧାରିତ ସ୍ୱୟଂଚାଳିତ ବେଳାଭୂମି ନିରୀକ୍ଷଣ ବ୍ୟବସ୍ଥା November 22, 2026 Papirani ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ମଜବୁତ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଓଡ଼ିଶାର ସମୁଦ୍ର କୂଳରେ ‘ଭିଡିଓ କ୍ୟାମେରା-ଆଧାରିତ ସ୍ୱୟଂଚାଳିତ ବେଳାଭୂମି…