ତାଜା ଖବର ରାଜ୍ୟ PM Modi praises Odisha’s Bela Pana: ମନ୍ କି ବାତରେ ଓଡ଼ିଶାର ବେଲପଣା ଏବଂ ଆମ୍ବକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା May 31, 2026 Papirani ମନ୍ କି ବାତ୍ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଆଜି ତାଙ୍କର ଲୋକପ୍ରିୟ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ର ୧୩୪ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଗ୍ରୀଷ୍ମ ପ୍ରବାହକୁ ନେଇ…