ରାଜନୀତି ରାଜ୍ୟ ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି June 25, 2025 Nirvay ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…