Tag: Berhampur

Pitabas Panda Murder: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ୩୦ ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ୩୦ ହଜାର ପୃଷ୍ଠାର ଚାର୍ଜସିଟ ଏସଡ଼ିଜେଏମ୍ କୋର୍ଟରେ ଦାଖଲ କଲା ପୋଲିସ । ଏହି ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡର ତଦନ୍ତ କରୁଥିବା ପୁଲିସ ଆଜି ଅପରାହ୍ନରେ ବ୍ରହ୍ମପୁର ଏସଡିଜେଏମ୍…

Pitabas Panda Murder Case: ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ପୁଣି ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୁଣି ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ। ସେମାନଙ୍କୁ ପୁଣି ୨ ଦିନଆ ରିମାଣ୍ଡରେ ନେଇଛି ପୋଲିସ। ଆଜି ଅଭିଯୁକ୍ତ ଉମା, ଚିଣ୍ଟୁ, କୁରୁପତି ଓ ଯୋଗେନ୍ଦ୍ରକୁ ୨ ଦିନିଆ ରିମାଣ୍ଡରେ…

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ମାଡ଼ ଅଭିଯୋଗ

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ହୋଇଥିବା ଇଣ୍ଟର ମେଡିକାଲ କଲେଜ ମିଟରେ ଗଣ୍ଡଗୋଳ। ଗତକାଲି ସନ୍ଧ୍ୟାରେ ବୁର୍ଲା, କଟକ ଏସସିବି ମେଡିକାଲର ଛାତ୍ରଛାତ୍ରମାନେ ଏମକେସିଜି ମେଡିକାଲକୁ ଆସିଥିଲେ। କଟକ ଓ ବୁର୍ଲା ଛାତ୍ର ମାନଙ୍କ ସହ ବ୍ରହ୍ମପୁର ଏମକେସିଜି ମେଡିକାଲ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍‌ରେ ଆସି…

ପାଗ ଖରାପ ଯୋଗୁଁ ମୋଦିଙ୍କ ବ୍ରହ୍ମପୁର କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ

ପାଗ ଖରାପ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଛି । ତେବେ ଏହି କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ବ୍ରହ୍ମପୁର ପରିବର୍ତ୍ତେ ଝାରସୁଗୁଡା ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୭…

ନିଶା ଦେଇ ନାବାଳିକାକୁ ଦୁଷ୍କର୍ମ; ବିଶ୍ବହିନ୍ଦୁ ପରିଷଦ ନେତା ଭବାନୀ ଶଙ୍କର ଦାସ ସମେତ ୨ ମହିଳା ଗିରଫ

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା ସାରା ବିଶ୍ବରେ ଓଡ଼ିଶାକୁ ଲଜ୍ଜିତ କରିଥିବା ବେଳେ ଆଉ ଏକ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି । ବ୍ରହ୍ମପୁର ସହରରେ ଜଣେ ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ ହୋଇଥିବା ନେଇ ବୈଦ୍ୟନାଥପୁର ଥାନାରେ ଲିଖିତ ଅଭିଯୋଗ…

ବ୍ରହ୍ମପୁର MKCGରେ ରାଗିଂ ଘଟଣା; ୨ ହାଉସ୍‌ ସର୍ଜନଙ୍କୁ ୨୫ ହଜାର ଜରିମାନା

ବ୍ରହ୍ମପୁର MKCGରେ ରାଗିଂ ଘଟଣା ୨ ହାଉସ୍‌ ସର୍ଜନଙ୍କୁ ଜରିମାନା । ଜଣେ ଚତୁର୍ଥ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ଜରିମାନା କରାଯାଇଛି । ଜରିମାନା ବାବଦକୁ ୨୫ ହଜାର ଟଙ୍କା ଲେଖାଏ ଦେବାକୁ କୁହାଯାଇଛି। ଛାତ୍ର ଜଣଙ୍କ ଆଣ୍ଟି ରାଗିଂ…

ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳର ୮ ଟି ଜିଲ୍ଲାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଠାରେ ଚଳିତ ମାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷିଣାଞ୍ଚଳ ଗସ୍ତ କରି ସମସ୍ତ ଆଠଗୋଟି ଜିଲ୍ଲାର ଅଭିଯୋଗ ଶୁଣାଣି କରିବେ । ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇ…

ବ୍ରହ୍ମପୁରରେ ୮ ଯୁବକଙ୍କ ନାରକୀୟ କାଣ୍ଡ: ବାଇକରେ ଆସି ବୁଲା କୁକୁରକୁ ଖଣ୍ଡାରେ ହାଣିବା ଭିଡ଼ିଓ ଭାଇରାଲ୍

ମାନବିକତାର ସୀମା ଟପିଲା ମଣିଷ । ବୁଲା କୁକୁରକୁ ଖଣ୍ଡାରେ ହାଣିଲେ ୮ ଦୁର୍ବୃତ୍ତ । ବ୍ରହ୍ମପୁର ଗାନ୍ଧୀନଗର ଲେନ୍ ନଂ-୭ରେ ଘଟିଛି ଏହି ଅମାନବିୟ ଘଟଣା । କୁକୁରକୁ ଆକ୍ରମଣ କରିବା ବେଳର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି…

ବ୍ରହ୍ମପୁରରେ କାଳବୈଶାଖୀ ବର୍ଷାର ତାଣ୍ଡବ

ବ୍ରହ୍ମପୁରରେ ତାଣ୍ଡବ ରଚିଲା କାଳବୈଶାଖୀ ବର୍ଷା । କାଳବୈଶାଖୀ ଯୋଗୁଁ ବିବିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି । କେଉଁଠି ଗଛ ଭାଙ୍ଗିଯାଇଛି ତ ଆଉ କେଉଁଠି ଘରର ଆଜବେଷ୍ଟସ ଉଡିଯାଇଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗଛ…