ଭାସ୍କର ରାଓଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି
ବହୁ ଚର୍ଚ୍ଚିତ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗିଙ୍କ ହତ୍ୟା ମାମଲାରେ ଫସିଛନ୍ତି ବିଜେଡ଼ି ନେତା ତଥା ପୂର୍ବତନ ସାଂସଦ ଏନ୍.ଭାସ୍କର ରାଓ । ରାୟଗଡ଼ା ଏସ୍ଡିଜେଏମ୍ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି । ଏନ୍.…