ରାଜ୍ୟ ପ୍ରଦୀପ ଜେନା ଭୁବନେଶ୍ୱର କ୍ଲବ ସଭାପତି ନିର୍ବାଚିତ September 21, 2025 Nirvay ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ପ୍ରଦୀପ ଜେନା ଭୁବନେଶ୍ୱର କ୍ଲବ ସଭାପତି ଭାବରେ ନିର୍ବାଚିନ ହୋଇଛନ୍ତି । ପ୍ରଦୀପ ଜେନା ତାଙ୍କ ପ୍ରତିଦ୍ୱନ୍ଦୀ ଅସିତ ତ୍ରିପାଠୀଙ୍କୁ ୧୮…