ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀ ପ୍ରତିଷ୍ଠା ଦିବସରେ ଯୋଗ ଦେଲେନି ଅପରାଜିତା ଷଡ଼ଙ୍ଗୀ; ଟାର୍ଗେଟ କଲେ ଭୁବନେଶ୍ବର ମେୟର April 13, 2025 Papirani ଆଜି ୭୭ ବର୍ଷରେ ପାଦ ଥାପିଛି ଓଡ଼ିଶାର ରାଜଧାନୀ ଭୁବନେଶ୍ୱର । ୧୯୪୮ ମସିହା ଆଜିର ଦିନରେ ଓଡ଼ିଶାର ରାଜଧାନୀ ହୋଇଥିଲା ଭୁବନେଶ୍ୱର । ଏହି ରାଜଧାନୀ ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଟାର୍ଗେଟ କରିଛନ୍ତି ଭୁବନେଶ୍ବର…