ରାଜ୍ୟ ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ August 17, 2025 Nirvay ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି । ୭୬ ସିଟ୍ ବିଶିଷ୍ଟ Star Air ର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ…