Tag: Bhubaneswar Municipal Corporation

BMC To Impose User Fee: ୟୁଜର ଫି ଆଦାୟ କରିବ ବିଏମ୍‌ସି

ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଆଦାୟ କରିବ ୟୁଜର ଫି । ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଉପଭୋକ୍ତା ଦେୟ (User Fee) ଦେବାକୁ ସମ୍ବାଦିକ ସମ୍ମିଳନୀରେ ମେୟର ସୁଲୋଚନା ଦାସ ଅନୁରୋଧ କରିଛନ୍ତି । ଘର, ହୋଟେଲ, ସପିଂ ମଲ୍‌, କ୍ୟାଫେ,…

ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିବା ଘଟଣାରେ ଗତକାଲି ପୋଲିସ ତିନି ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ…

ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

୬ ମାସ ବଦଳରେ ୩ ମାସରେ ଟିକସଦାତା ଖିଲାପକାରୀ ତାଲିକା ଆଣିବ ବିଏମ୍‌ସି

ଟିକସଦାତାଙ୍କୁ ସାବାଡ଼ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବଡ଼ ନିଷ୍ପତ୍ତି । ଏଣିକି ୬ ମାସ ବଦଳରେ ୩ ମାସରେ ଖିଲାପକାରୀ ତାଲିକା ଆସିବ । ୬ ମାସରେ ଥରେ ଲିଷ୍ଟ ଆସୁଥିବାରୁ ବଡ଼ ଟିକସଦାତା ପୈଠ କରିପାରୁ…