ତାଜା ଖବର ରାଜ୍ୟ Vigilance Traps Bhubaneswar RI: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ରାଜସ୍ୱ ନିରୀକ୍ଷକ October 5, 2026 Papirani ଭିଜିଲାନ୍ସ ଜାଲରେ ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନା ପ୍ରମାଣପତ୍ର ପ୍ରଦାନ କରିବା ପାଇଁ ୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱରର ଜଣେ ରାଜସ୍ୱ ନିରୀକ୍ଷକଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ…