ରାଜ୍ୟ Traffic Restriction: ଭୁବନେଶ୍ୱରରେ ଟ୍ରାଫିକ ଭିଡ଼ ଏଡାଇବା ପାଇଁ ପ୍ରମୁଖ ରାସ୍ତାରେ ପାର୍କିଂ କଟକଣା ଲାଗୁ November 24, 2025 Nirvay ଅନିୟମିତ ପାର୍କିଂ ରୋକିବାକୁ କମିଶନରେଟ୍ ପୋଲିସର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରମୁଖ ରାସ୍ତାରେ ଅନିୟମିତ ପାର୍କିଂ ଯୋଗୁଁ ଯାତାୟାତରେ ସମସ୍ୟା ହେଉଥିବାରୁ ଓଡ଼ିଶା ଅର୍ବାନ ପୋଲିସ (OUP) ଆଇନ ଅନୁଯାୟୀ କଟକଣା ଜାରି କରାଯାଇଛି । ରାଜମହଲରୁ ଜୟଦେବ ବିହାର ଦେଇ…