ରାଜ୍ୟ Fire At Bhubaneswar Unit-I Market: ଭୁବନେଶ୍ୱର ୧ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ଜଳିଗଲା ୪୦ରୁ ଅଧିକ ଦୋକାନ January 20, 2026 Nirvay ସୋମବାର ଦିନ ବିଳମ୍ବିତ ରାତିରେ ଭୁବନେଶ୍ୱର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି । ରାତି ପ୍ରାୟ ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…