Tag: Bhubaneswar

ବିଜେପିର ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ

ସକାଳୁ ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ। ଏପର୍ଯ୍ୟନ୍ତ ବିଜେପି ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ ରହିଥିବା ଦେଖିବାକୁ ମିଳିଛି । ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ…

୪୮ ଘଣ୍ଟା ଭିତରେ ପ୍ରମାଣ ଦେଇପାରିଲେନି ମୁଖ୍ୟମନ୍ତ୍ରୀ: ଅପରାଜିତା

ଆଜି ସାମ୍ବାଦିକ ସମ୍ମିଳନୀ କରି ଅପରାଜିତା ଷଡଙ୍ଗୀ କହିଛନ୍ତି ଲିଙ୍ଗରାଜ ମନ୍ଦିର ବିକାଶକୁ ବିରୋଧ ପ୍ରସଙ୍ଗରେ ମିଛ କହୁଛନ୍ତି ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ କାମକୁ ବିରୋଧ କରୁଥିବା ନେଇ ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା…

ରାଜଧାନୀରେ ଯାଜପୁରର ଜଣେ ଠିକାଦାରଙ୍କ ଗାଡ଼ିରୁ ଜବତ ହେଲା ୫କୋଟିରୁ ଅଧିକ ଟଙ୍କା

ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ନିର୍ବାଚନ ପାଇଁ ସବୁଠି ଯାଞ୍ଚ କଡ଼ାକଡ଼ି ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରରୁ ଜବତ ହୋଇଛି ୫ କୋଟିରୁ ଅଧିକ ଟଙ୍କା। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ

ମୋଦିମୟ ହୋଇଛି ରାଜଧାନୀ । ରାଜଧାନୀର ସବୁଠାରୁ ବ୍ୟସ୍ତବହୁଳ ଅଂଚଳରେ ବିଜେପିର ରୋଡ ଶୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ବିଶାଳ ମେଗା ରୋଡ ସୋ କରିଛନ୍ତି । ରାମ ମନ୍ଦିର ଛକରୁ…

ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍

ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…

ଆଜିବି ଜାରି ରହିବ ତାତି,୧୧ ଜିଲ୍ଲାକୁ ରେଡ୍ ଆଲର୍ଟ

ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ଖରା। ଆକାଶରୁ ଖରା ତ ନୁହଁ ଯେପରି ନିଆଁ ବର୍ଷା ହେଉଛି । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି…

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୭୫ ଲକ୍ଷ ଟଙ୍କା

ଭୁବନେଶ୍ୱର; ବିମାନବନ୍ଦରରୁ ଜବତ ହୋଇଛି ପୁଳାପୁଳା ଟଙ୍କା । ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି । ଭୁବନେଶ୍ୱର ବିମାନବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ନଗଦ ୭୫ଲକ୍ଷ ଟଙ୍କା ଜବତ କରାଯାଇଛି।…

ରାଜଧାନୀରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ଭୁବନେଶ୍ବର : ରେକର୍ଡ଼ ପରେ ରେକର୍ଡ଼ ଭାଙ୍ଗୁଛି ତାତି। ମରୁ ରାଜ୍ୟ ରାଜସ୍ଥାନକୁ ଅତିକ୍ରମ କରିଛି ଓଡ଼ିଶାରେ ତାପମାତ୍ରା। ଗତକାଲି ବଣଜଙ୍ଗଲ ଘେରା ଅଞ୍ଚଳ ବାରିପଦା ୪୪.୬ ଡିଗ୍ରୀ ତାପମାତ୍ରା ସହ ଦେଶର ଦ୍ୱିତୀୟ ଓ ରାଜ୍ୟର ସବୁଠୁ ତତଲା ସହରର…

ପୁଣି ଲୁଟେରାଙ୍କ ଟାର୍ଗେଟ ରେ ରାଜଧାନୀ ଆପାର୍ଟମେଣ୍ଟ

ଭୁବନେଶ୍ୱର : ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା। ଆପାର୍ଟମେଣ୍ଟକୁ ଟାର୍ଗେଟ କରିବା ସହ ଲୁଟେରାଙ୍କ ଉତ୍ପାତ ଥମିବାର ନାଁ ଧରୁନି। ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍ ହୋଇଛି। ଭୁବନେଶ୍ୱର ପାହାଳସ୍ଥିତ ମେଟ୍ରୋ ସାଟେଲାଇଟ ସିଟିର ଫେଜ ୩ ଆପାର୍ଟମେଣ୍ଟରୁ ସିରିଜ୍…

ଭୁବନେଶ୍ୱର ମଧ୍ୟ ଆସନରେ କଳି; ବିଜେଡି ଅଡ଼ୁଆରେ

ଭୁବନେଶ୍ୱର ମଧ୍ୟ ଆସନକୁ ନେଇ ବିଜେଡି ଅଡ଼ୁଆରେ ପଡ଼ିଛି । କର୍ପୋରେଟର ଅମରେଶ ଜେନା (ବାଇଆଁ) ନିଜ ଶକ୍ତି ପ୍ରଦର୍ଶନ ଜାରି ରଖିଛନ୍ତି । ବିଧାୟକ ଅନନ୍ତ ଜେନାଙ୍କ ବିରୋଧରେ ନବୀନ ନିବାସରେ ଫେରାଦ ହେଲେ ୪୫ରୁ ଅଧିକ ପୂର୍ବତନ କର୍ପୋରେଟର…