Tag: Bhubaneswar

କିଟ୍‌ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ୫ ଜଣ ଗିରଫ । ପୋଲିସ ପ୍ରାଥମିକ ଭାବରେ ତଦନ୍ତ କରି ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀ ଗିରଫ କରିଥିବା ସୂଚନା ମିଳିଛି। ସେମାନେ ହେଲେ ଡାଇରେକ୍ଟର ଜେନେରାଲ ଶିବାନନ୍ଦ ମିଶ୍ର,…

କିଟ୍ ଛାତ୍ରୀ ଆତ୍ମହତ୍ୟା ଘଟଣା; ପ୍ରତିକ୍ରିୟା ରଖିଲେ ମୃତ ଛାତ୍ରୀଙ୍କ ବାପା

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ଆଜି ହେବ ମେଡିକାଲରେ ଶବ ବ୍ୟବଚ୍ଛେଦ। ମୃତ ଛାତ୍ରୀଙ୍କ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ କାର୍ଯ୍ୟ ଆରମ୍ଭ ହେବ । ସେଥିପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ମୃତ ଛାତ୍ରୀଙ୍କ ବାପା ମାଆ। ଭୁବନେଶ୍ଵରରେ…

ରାଜଧାନୀରେ ମୋ ବସ୍ ଦୁର୍ଘଟଣା ଘଟଣା: ଝିଅ ପରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ମାଆ

ଦିନକୁ ଦିନ ରାଜଧାନୀରେ ବଢ଼ିବାରେ ଲାଗିଛି ମୋ ବସ୍ ଦୁର୍ଘଟଣା । ମୋ ବସ୍ ଡ୍ରାଇଭରଙ୍କ ବେପରୁଆ ଚାଳନା ଯୋଗୁଁ ବାରମ୍ବାର ଦୁର୍ଘଟଣାର ଶିକାର ହେଉଛନ୍ତି ସାଧାରଣ ଜନତା। ବାରମ୍ବାର ଏହି ଭଳି ଘଟଣା ସାମ୍ନାକୁ ଆସିଥିବା ବେଳେ ଗତ ଶୁକ୍ରବାର…

କିଟ୍ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା; ଛାତ୍ରୀ ସନ୍ଦେହଜନକ ମୃତ୍ୟୁକୁ ନେଇ କ୍ୟାମ୍ପସରେ ଭଙ୍ଗାରୁଜା

ଭୁବନେଶ୍ୱରର ପଟିଆ ସ୍ଥିତ କିଟ୍ କଲେଜରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା। ଶିକ୍ଷାନୁଷ୍ଠାନରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ। ହଷ୍ଟେଲ୍ କ୍ୟାମ୍ପସ ଭିତରେ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଉତ୍ତେଜନା ଦେଖାଦେଇଛି। ଛାତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ନେପାଳୀ ଛାତ୍ରକିଛି କ୍ୟାମ୍ପସ ଭିତରେ ପଶି…

ରାଜଧାନୀରେ ଆପାର୍ଟମେଣ୍ଟ ଲୁଟେରାକୁ ପୁଲିସ୍‌ର ଏନକାଉଣ୍ଟର

ରାଜ୍ୟ ବାହାରର ଲୁଟେରାକୁ ରାଜଧାନୀରେ ଏନକାଉଣ୍ଟର କଲି ପୁଲିସ୍‌ । ରାଜ୍ୟ ବାହାର ଲୁଟେରା ଅର୍ଜୁନ ଅନାରେକୁ ଏନ୍‌କାଉଣ୍ଟର କରାଯାଇଛି। ମଧ୍ୟପ୍ରଦେଶରୁ ଆସି ଭୁବନେଶ୍ୱରରେ ଚଳାଇଥିଲା ଲୁଟପାଟ୍‌ । ଡକାୟତି ଉଦ୍ୟମ ବେଳେ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଥିବା ଜଣାପଡିଛି।…

ରାଜଧାନୀରେ ଅସୁରକ୍ଷିତ ଯୁବତୀ: ଅସଦାଚରଣ ବେଳେ ସିସିଟିଭିରେ କଏଦ ହେଲା ଦୃଶ୍ୟ

ରାଜଧାନୀର ରାଜରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ । ସକାଳୁ ଅଫିସ ଯାଉଥିବା ବେଳେ ଯୁବକ ଜଣକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ପୁଲିସ୍ କଣ୍ଟ୍ରୋଲ ରୁମ୍ ରେ କାମ କରୁଥିବା ଜଣାପଡିଛି । ବିଚ୍‌ ରାସ୍ତାରେ ଯାଉଥିବା ବେଳେ…

ବାରବାଟୀ ଦିନିକିଆ ମ୍ୟାଚ୍: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ଓ ଇଂଲଣ୍ଡ ଦଳର ଖେଳାଳି

କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଖେଳାଯିବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରରେ ଭାରତ ଓ ଇଂଲଣ୍ଡ ଖେଳାଳିମାନେ ପହଞ୍ଚିଛନ୍ତି । ବିମାନବନ୍ଦରରୁ ହୋଟେଲ୍‌ ଏବଂ ସେଠାରୁ ବାରବାଟୀ ଯିବାପାଇଁ…

ନିଶା ନିବାରଣ କେନ୍ଦ୍ରରେ ଅନ୍ତେବାସୀଙ୍କ ସନ୍ଦେହଜନକ ମୃତ୍ୟୁ; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ 

ପୁଣି ଏକ ନିଶା ନିବାରଣ କେନ୍ଦ୍ର ବିରୋଧରେ ଆସିଲା ହତ୍ୟା ଅଭିଯୋଗ। ନିଶା ଛାଡ଼ିବା ପାଇଁ ନିଶା ନିବାରଣ କେନ୍ଦ୍ରରେ ଛାଡ଼ିଥିଲେ କିନ୍ତୁ ମିଳିଲା ମୃତ ଦେହ। ଭୁବନେଶ୍ୱର ଝାରପଡ଼ା ମହାଦେବ ନଗର ସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ରହସ୍ୟମୟ…

ରାମ ମନ୍ଦିରରେ ପଡ଼ିଲା ତାଲା; ଅସନ୍ତୋଷ ବ୍ୟକ୍ତ କଲେ ଭକ୍ତ 

ଭୁବନେଶ୍ଵର ରାମ ମନ୍ଦିରରେ ନୂଆ ପୂଜକ ନିଯୁକ୍ତି ନେଇ ବିବାଦ। ମନ୍ଦିରର ଏକ୍ଜିକ୍ୟୁଟିଭ ଅଫିସର ପ୍ରଶାନ୍ତ ପାଣି ଏବଂ ପୂଜକଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଟ୍ରଷ୍ଟ ବୋର୍ଡ ପୁରୁଣା ପୂଜକଙ୍କୁ ନଜଣାଇ ନୂତନ ପୂଜକ ନିଯୁକ୍ତ କରିବା ଓ ମନ୍ଦିର…

କୁନି ଝିଅ ଉପରେ ଚଢ଼ିଗଲା ମୋ ବସ୍

ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍ । ମୋ ବସ୍ ଧକ୍କାରେ କୁନି ଝିଅର ମୃତ୍ୟୁ ହୋଇଛି। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ସାଇକେଲରେ ଯାଉଥିବାବେଳେ ପଛପଟୁ ଧକ୍କା ଦେଇଥିଲା ମୋ ବସ।…